ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ

ଆବୁ ଧାବି,୨୦।୪: ୟୁଏଇର ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ବାମୀନାରାୟଣ ସଂସ୍ଥାର ମହନ୍ତ ସ୍ବାମୀ ମହାରାଜ ଉପସ୍ଥିତ ରହିବେ। ଏଥିରେ ସାରା ବିଶ୍ୱରୁ ମନ୍ଦିର ନିର୍ମାଣକାରୀ ସାମାଜିକ ଓ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱମାନେ ଯୋଗଦେବେ। ୪ ଘଣ୍ଟା ଧରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ହଜାର ହଜାର ସଂଖ୍ୟାରେ ଫୁଲ ଲାଗିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦାପେଷ୍ଟରେ ପହଞ୍ଚିବାକୁ ଜାରି ହେଲା ନୂଆ ଆଡଭାଇଜରି

ନୂଆଦିଲ୍ଲୀ,୬।୩: ୟୁକ୍ରେନ୍‌ରୁ ଭାରତୀୟମାନଙ୍କୁ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେଠାରେ ଆହୁରି ଅନେକ ରହିଯାଇଥିବା ବେଳେ ଭାରତୀୟ ଦୂତାବାସ ପକ୍ଷରୁ ସେମାନଙ୍କ ପାଇଁ ରବିବାର...

ଆମେରିକାରେ ବେକାକୁ ହେଲାଣି କରୋନା, ପ୍ରତିରକ୍ଷାମନ୍ତ୍ରୀ ସଂକ୍ରମିତ

ୱାଶିଂଟନ,୩ ।୧: ଆମେରିକାରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଛି । ଆମେରିକା ପ୍ରତିରକ୍ଷାମନ୍ତ୍ରୀ ଲୟଡ ଜେମ୍ସ ଅଷ୍ଟିନ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି...

ଅନ୍‌ଲାଇନ୍‌ରେ ପତାକା ମଗାଇଥିଲେ ମହିଳା, ପ୍ୟାକେଟ ଖୋଲିବା ପରେ ଯାହା ଦେଖିଲେ ଉଡିଗଲା ହୋସ୍‌

ମହାମାରୀ କରୋନା ସମୟରେ ଆମେରିକାରେ ଏମିତି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଯାହାକୁ ଶୁଣିବା ପରେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ ନିଶ୍ଚୟ। ଆମେରିକାର ଇଲିନୋଇସ ରାଜ୍ୟର...

ଆଫଗାନିସ୍ତାନରେ ପୁଣି ବିସ୍ଫୋରଣ: ୪ ମୃତ

କାବୁଲ,୨୮।୭: ଆଫଗାନିସ୍ତାନରେ ଏକ କାର ବୋମା ବିସ୍ଫୋରଣରେ ରବିବାର ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା...

ଅଢେଇ ବର୍ଷରେ ୧୦ ହଜାରରୁ ଅଧିକ ମିଛ କହିଛନ୍ତି ଆମେରିକା ରାଷ୍ଟ୍ରପତି

ୱାଶିଂଟନ, ୨୩।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଭେଟିଥିଲେ। ଏହି ସମୟରେ କଶ୍ମୀର ସମସ୍ୟା ଉଠିଥିଲା। ଟ୍ରମ୍ପ କହିଥିଲେ,...

ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଜାତିସଂଘ ମହାସଚିବ

ଜେନେଭା,୨ ।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ ତମ ଜୟନ୍ତି ଅବସରରେ କେବଳ ଦେଶ ନୁହେଁ ବିଦେଶରେ ବି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।...

ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚିତ ହେଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ପୁଣିଥରେ ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ବାଂଲାଦେଶର ଶାସକ ଦଳ ଅଓ୍ବାମି ଲିଗ୍‌ର ରାଷ୍ଟ୍ରୀୟ ପରିଷଦ...

ଆତଙ୍କବାଦୀଙ୍କ ପାଖରେ ବୋମାବର୍ଷୀ ଡ୍ରୋନ୍‌…

ଓ୍ବାଶିଂଟନ, ୬।୨ : ଏବେ ଆତଙ୍କବାଦୀଙ୍କ ସହିତ ଲଢ଼େଇ କରିବା କଷ୍ଟକର ହେବାକୁ ଯାଉଛି। ଏନେଇ ଅନ୍ତର୍ଜାତୀୟସ୍ତରରେ ବିକଶିତ ରାଷ୍ଟ୍ରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସୌଦି...

Advertisement
Archives

Model This Week