ଚଢ଼ାଉ ବେଳେ ବନ କର୍ମଚାରୀଙ୍କୁ ପଥର ମାଫିଆଙ୍କ ଆକ୍ରମଣ

ଢେଙ୍କାନାଳ ଅଫିସ, ୧୨।୧୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଷଡ଼ଙ୍ଗୀ ରେଞ୍ଜ କରଡ଼ାପାଣି ନିଶ୍ଚିନ୍ତ ଜଙ୍ଗଲରେ ବେଆଇନ୍‌ ପଥର ଖାଦାନରୁ ପଥର ଚୋରା ଚାଲାଣ ନେଇ ଅଭିଯୋଗ ହୋଉଥିଲା। ଏ ନେଇ ଖବରପାଇ ୫ ବନକର୍ମଚାରୀ ଶନିବାର ଚଢ଼ାଉ କରିଥିଲେ। ପରେ ପଥର ମାଫିଆଙ୍କ ଆକ୍ରମଣରେ ୫ ବନ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବରପଦା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାଫିଆମାନେ ବନକର୍ମଚାରୀଙ୍କ ବନ୍ଧୁକ, ମୋବାଇଲ ଫୋନ ଛଡ଼ାଇ ନେଇଛନ୍ତି। ଏ ଥାନାରେ ମାମଲା ରୁଜୁ ହୋଇଥିବା ଡିଏଫ୍‌ଓ ଡକ୍ଟର ପ୍ରକାଶ ଚାନ୍ଦ ଗୋଗିନେନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌ ସାକ୍ଷୀଗୋପାଳ, ୭।୩(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶୁକଳ ପଞ୍ଚାୟତ ଜିଆର୍‌ଏସ୍‌ ଛବି ନାରାୟଣ ପଣ୍ଡା ଲାଞ୍ଚ...

ଆଜି ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ: ନାମ ଲେଖାଇଲେନି ୧୨୦ ଛାତ୍ରୀଛାତ୍ର

ଅନୁଗୋଳ ଅଫିସ, ୧୩।୭- ଅନୁଗୋଳ ଜୁନିୟର ମହାବିଦ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ଶନିବାର ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ...

ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୬ ପୋଲିସ କର୍ମଚାରୀ ନିଲମ୍ବିତ

ସମ୍ବଲପୁର ଅଫିସ,୧୧।୪: ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ତାଙ୍କ ଉପରେ ନଜର ରଖିବା ପାଇଁ ନିୟୋଜିତଥିବା ୬ ପୋଲିସ...

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୨୬ା୪-ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ରବିବାର ଜଣେ କରୋନା ସନ୍ଦିିଗ୍ଧ ଭର୍ତ୍ତି ହୋଇଛନ୍ତି। ସେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ହସ୍ପିଟାଲରେ...

ଯୁକ୍ତ ଦୁଇ ବିଜ୍ଞାନ ପ୍ରାକ୍ଟିକାଲ ପରୀକ୍ଷାରୁ ବଞ୍ଚିତ ଛାତ୍ରୀଛାତ୍ର: ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ

ପାଟଣା,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମପାଟଣା ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯୁକ୍ତ ୨ ବିଜ୍ଞାନର ୫ ପରୀକ୍ଷାର୍ଥୀ ବୁଧବାର ପୂର୍ବାହ୍ନରୁ ଧାରଣାରେ...

ଝଲସିବ ଜୀବରାମ ପଲ୍ଲୀ

ପୁରୀ ଅଫିସ,୭ା୩: ପୁରୀକୁ ବିଶ୍ୱ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପର କାମ ଆରମ୍ଭ ହୋଇଥିବାବେଳେ ଅନେକ...

ସବଡ଼ିଭିଜନ ମାନ୍ୟତା ଦାବିରେ ରାଜସ୍ବ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବଡ଼ସାହି,୨୪ା୧୦(ସ୍ବ.ପ୍ର)- ବେତନଟୀକୁ ସବଡ଼ିଭିଜନ ମାନ୍ୟତା ଦାବି ନେଇ ଅଣ୍ଟା ଭିଡ଼ିଥିବା ବଡ଼ସାହି-ବେତନଟୀ ବିକାକ ମଞ୍ଚ ପକ୍ଷରୁ ବୁଧବାର ୩ଟିି ସ୍ମାରକପତ୍ର ପ୍ରଦାନ କରାଯାଇଛି ା ମଞ୍ଚ...

ଏକାଧିକ ଯୁବତୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ବୃଦ୍ଧ ଗିରଫ

ଭଦ୍ରକ ଅଫିସ,୨୦।୨: ଯୁବତୀଙ୍କୁ ଅଶ୍ଳୀଳ ମେସେଜ ପଠାଇବା ଅଭିଯୋଗରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ଜଣେ ବୃଦ୍ଧଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ଉକ୍ତ...

Advertisement
Archives

Model This Week