ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ ଯାଇ ନଛିପୁର ଦେଇ ଅଫିସକୁ ଫେରୁଥିବା ବେଳେ ଟେକାମାଡ଼ ହୋଇଥିବା ଜଣାପଡ଼ିଛି। ଦୁଇ ଜଣ ଯୁବକ ଟେକାମାଡ଼ କରିଥିଲେ। ଟେକାଟି ଗାଡିର ଷ୍ଟିଅରିଂରେ ବାଜି ରହି ଯାଇଥିଲା। ବିଡିଓ ଓ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବିଡିଓ ବି ଏହାକୁ ସ୍ବୀକାର କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହୋଇଥବାବେଳେ ପୋଲିସ ଘଟଣାର ତଦନ ପାଇଁ ଘଟଣାସ୍ଥଳକୁ ଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ…

‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ,…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ୫ କେଜି ବଦଳରେ ମିଳିବ ଏତେ କେଜି ମାଗଣା ଚାଉଳ

ଭୁବନେଶ୍ୱର,୧୨।୬: ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ସାବଧାନ! ପେଟ୍ରୋଲ-ଡିଜେଲ କିଣିବା ଉପରେ ଲାଗିଲା କଟକଣା: ଏତିକି ଲିଟରରୁ ଅଧିକ ମିଳିବନି ତେଲ, ଉଲ୍ଲଂଘନ କଲେ ଜେଲ୍‌!

ନୂଆଦିଲ୍ଲୀ,୧୨।୬: ପେଟ୍ରୋଲ ଏବଂ ଡିଜେଲ ଯୋଗାଣକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପେଟ୍ରୋଲ ପମ୍ପଗୁଡ଼ିକରୁ ଇନ୍ଧନ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri