କାର ଉପରକୁ ପଥରମାଡ଼: ଭୟରେ ଗଛରେ ଗାଡି ପିଟିଦେଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୧।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଗୁଡ଼ିବାଲି ଛକଠାରେ ଦୁର୍ବୃତ୍ତମାନେ ଏକ କାର ଉପରକୁ ପଥରମାଡ଼ କରିଥିବା ଜଣାପଡ଼ିଛି। ଫଳରେ କାର ଚାଳକ ଭାରସାମ୍ୟ ହରାଇ ଏକଗଛରେ ପିଟି ହୋଇଛନ୍ତି। ରବିବାର ବିଳମ୍ବତି ରାତିରେ କେ.ନୂଆଗାଁ ଅଞ୍ଚଳରୁ ଏକ କାର ବ୍ରହ୍ମପୁର ଅଭିମୁଖେ ଯାଉଥିଲା ା ଗୁଡ଼ିବାଲି ଛକରେ ହଠାତ ଉକ୍ତ କାର ଉପରକୁ ଦୁର୍ବୃତ୍ତ ପଥରମାଡ଼ କରିଥିଲେ। ଭୟରେ ଚାଳକ ଭାରସାମ୍ୟ ହରାଇ ଏକ ଗଛକୁ ପିଟିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀ ମୃତ

ଖଲ୍ଲିକୋଟ,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ପଥରା ପଞ୍ଚାୟତର କଣ୍ଡରାପଡ଼ା ଗ୍ରାମରେ ରବିବାର ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣ୍ଡରାପଡ଼ା ଗ୍ରାମର...

ଟିକା ନେବାକୁ ଆସି କଲବଲ

ଭୁବନ, ୨୪।୪(ଡି.ଏନ.ଏ.) କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଛି କଡ଼ା ନିର୍ଦ୍ଦେଶ। ଟିକା...

ଓଳଗ ପଞ୍ଚାୟତ ଶଟ୍‌ଡାଉନ୍‌

ଆରଡ଼ି,୨୦ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତକୁ ସରପଞ୍ଚ ଅନସୂୟା ସେଠୀ ୫ ଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ଏହି ଶଟ୍‌ଡାଉନ୍‌...

ଜଳିଗଲା ୨ ଆମ୍ବୁଲାନ୍ସ

କେନ୍ଦ୍ରାପଡ଼ା ଅଫିସ,୧୮।୫: କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ୨ଟି ପୁରୁଣା ଆମ୍ବୁଲାନ୍ସରେ ବୁଧବାର ନିଆଁ ଲାଗି ଜଳିଯାଇଛି। ତେବେ ଏଥିରେ କିପରି ନିଆଁ...

ଓଡ଼ିଶା ସୀମା ସିଲ୍‌ ଅନୁଧ୍ୟାନ କଲେ ଡିଆଇଜି

ପାତ୍ରପୁର,୨ା୪ (ଡି.ଏନ.ଏ.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ନିମନ୍ତେ ଆନ୍ଧ୍ର- ଓଡ଼ିଶା ସୀମା ସିଲ୍‌ କରାଯାଇଛି। ବାହାର ରାଜ୍ୟର କେହି ଯେଭଳି ଲୁଚାଛପାରେ ନ ଆସିପାରିବେ...

୫ ମାସ ହେଲା ଅକାମୀ ହୋଇ ପଡ଼ିଛି କେସିଙ୍ଗା ରେଳଷ୍ଟେଶନର ନୂତନ କାର୍ଯ୍ୟାଳୟ, ଗେଟ୍‌: ଗମନାଗମନରେ ସମସ୍ୟା

କେସିଙ୍ଗା, ୨୬।୭ (ଡି.ଏନ୍‌.ଏ.): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ନୂତନ ମୁଖ୍ୟ କାର୍ଯ୍ୟାଳୟ ଓ କମ୍ପ୍ୟୁଟର ଗୃହ ଆଜକୁ ୫ମାସ ହେବ...

ପ୍ରଧାନମନ୍ତ୍ରୀଙ୍କ ନଁ।ରେ କରୋନା ଗୁଜବ, ୪ ଗିରଫ

କେନ୍ଦ୍ରାପଡା ଅଫିସ, ୧୮ା୩: କରୋନା ସମ୍ପର୍କରେ ଗୁଜବ ସୃଷ୍ଟି ନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଆଡଭାଇଜରି ଜାରି କରିଛନ୍ତି। ତେବେ ଏହାକୁ...

ଅତିରିକ୍ତ ସଚିବଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ

ଚିତ୍ରକୋଣ୍ଡା,୧ା୬(ଡି.ଏନ.ଏ.)-ସୋମବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳ ଅତିରିକ୍ତ ସଚିବ ତଥା ନୋଡାଲ ଅଫିସର ରସିଦ ଖାନ ଗସ୍ତ କରି ଫେରିଛନ୍ତି। ତାଙ୍କ...

Advertisement
Archives

Model This Week