ଅଭିନେତା ପପୁ ପମ୍‌ପମ୍‌ଙ୍କୁ ପଥର ମାଡ଼

ଚିକିଟି,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଏନ୍‌ ଏ ଚିକିଟି ବ୍ଲକ ଅନ୍ତର୍ଗତ ସୁରଳ ଗ୍ରାମରେ ଶୁକ୍ରବାର ଅଭିନେତା ପପୁପମ୍‌ଙ୍କୁ ପଥର ମାଡ଼ ହୋଇଛି। ଜାଗର ପାଇଁ ମୁକ୍ତେଶର ମହାଦେବଙ୍କ ନିକଟରେ ଚାଲିଥିବା ମନରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପପୁଙ୍କ ସହ କଣ୍ଠଶିଳ୍ପୀ ଶୀତଳ, ଦେବେଶ, ବୈଦ୍ୟନାଥ ଯୋଗଦେଇଥିଲେ । ହଠାତ କିଛି ଦର୍ଶକ ଷ୍ଟେଜ ଉପରକୁ ପଥରମାଡ଼ ଆରମ୍ଭ କରିଥିଲେ। ସମସ୍ତେ ପ୍ରାଣବିକଳରେ ଛତ୍ରଭଙ୍ଗ ଦେଇଥିଲେ। ପୋଲିସ ପକ୍ଷରୁ ଏକ ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଥିଲେ ସୁଦ୍ଧା ଏଭଳି ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri