ପଥର ବାନ୍ଧି ମୃତଦେହ ଡ୍ୟାମ୍‌ରେ ଫିଙ୍ଗିବା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଦେବାନବାହାଳୀ ଗ୍ରାମର ରାମାୟା ସିଂ ନାମକ ବୃଦ୍ଧଙ୍କୁ ହତ୍ୟା କରି ମୃତଦେହକୁ ପଥର ବାନ୍ଧି ସୋନ ଡ୍ୟାମ୍‌ରେ ଫିଙ୍ଗିବା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଶରତ ଥାନା ଅଧୀନ ଦେବାନବାହାଳୀ ଗ୍ରାମର ସାଙ୍ଗି ଡାଙ୍ଗା(୬୫), ଜନ୍ଦୁକା ଜାଙ୍କା(୫୨) ଓ ରାମାୟା ମାଙ୍ଗତା(୩୩) ା ଏନେଇ ପୋଲିସ ଏକ ମାମଲା (ନଂ.୯୯/୨୨) ରୁଜୁ କରି ତଦନ୍ତ ଜାରି ରଖିଛି। ତେବେ ଗୁଣିଗାରେଡ଼ିକୁ ନେଇ ଅଭିଯୁକ୍ତମାନେ ଉତ୍ତ୍ୟକ୍ତ ହୋଇ ଏଭଳି କାଣ୍ଡ ଭିଆଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri