Posted inଜାତୀୟ

କେଜ୍‌ରିଓ୍ବାଲଙ୍କ ରୋଡ ଶୋ’ରେ ପଥରମାଡ଼

ସୁରଟ,୨୮।୧୧: ଗୁଜରାଟରେ ବର୍ତ୍ତମାନ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ମାହୋଲ ସରଗରମ ରହିଛି। ଏଥିପାଇଁ ସେଠାରେ ଲଗାତର ଭାବେ ରୋଡ ଶୋ’ ଓ ଜନସଭା ଅନୁଷ୍ଠିତ ହେଉଛି। ଇତିମଧ୍ୟରେ ଏଏପିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ସୁରଟରେ ଏକ ରୋଡ ଶୋ’ କରିଥିଲେ। ସେହି ସମୟରେ ତାଙ୍କ ଉପରେ ପଥରମାଡ଼ କରାଯାଇଥିବା ଜଣାପଡ଼ିଛି। ଏହି ରୋଡ ଶୋ’ରେ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିବା ବେଳେ ତାଙ୍କ କ୍ୟାମେରା ଉପରେ ମଧ୍ୟ ପଥରମାଡ଼ ହୋଇଥିଲା। ଯେତେବେଳେ ଏହି ପଥରମାଡ଼ ଆରମ୍ଭ ହୋଇଥିଲା ସେତେବେଳେ କେଜ୍‌ରିଓ୍ବାଲ ଗାଡ଼ି ଭିତରକୁ ପଳାଇଥିଲେ। ତେବେ ସୁରକ୍ଷା ବ୍ୟବସ୍ଥା ସୁନିଶ୍ଚିତ ହେବା ପରେ ପୁଣି ଥରେ ସେ ରୋଡ ଶୋ’ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ କୁମାରଙ୍କ ଝିଅକୁ ନଗ୍ନ ଫଟୋ ମାଗିବା ପଡିଲା ମହଙ୍ଗା, ଅଭିଯୁକ୍ତଙ୍କୁ ଗିରଫ କଲା ଏବେ ସାଇବର ପୋଲିସ

ମୁମ୍ବାଇ,୨୫।୪: ଅକ୍ଷୟ କୁମାର ତାଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖନ୍ତି। ସେ ଦୁଇଟି ସନ୍ତାନର ପିତା। ତାଙ୍କର ପୁଅଙ୍କ ନାଁ ଆରବ…

ଯୁଦ୍ଧ ମଧ୍ୟରେ ଚାଇନା ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଆମେରିକା, ବିଶ୍ୱରେ ହଇଚଇ

ଓ୍ବାଶିଂଟନ୍‌,୨୫।୪: ଇରାନ ସହିତ ଯୁଦ୍ଧ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଚାଇନା ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆମେରିକା ଚାଇନାର ଏକ ରିଫାଇନାରୀ ଏବଂ ଇରାନର ତୈଳ…

ନୂଆ ଓ ପୁରୁଣା

ଦିନ ପରେ ଦିନ ବିତେ, ବର୍ଷ ପରେ ବର୍ଷ ଆସେ। ସମୟ ସ୍ରୋତରେ ଆଜିର ମୁହୂର୍ତ୍ତ କାଲିର ଅତୀତ ପାଲଟେ। ନୂଆକୁ ସ୍ବାଗତ କରିବାର ପରମ୍ପରା ଆମ…

ସଂରକ୍ଷଣ ବ୍ୟବସ୍ଥାର କ୍ରମ ବିକାଶ

ସମ୍ବିଧାନରେ ସ୍ଥାନିତ ହୋଇଥିବା ସଂରକ୍ଷଣ ବ୍ୟବସ୍ଥାର ଦୀର୍ଘ ପୃଷ୍ଠଭୂମି ରହିଛି। ବ୍ରିଟିଶ ଶାସନାଧୀନ ଭାରତବର୍ଷରେ ସର୍ବପ୍ରଥମେ କୋହ୍ଲାପୁର ରାଜ୍ୟରେ ୧୯୦୨ରେ ସରକାରୀ ସିଦ୍ଧାନ୍ତ ରୂପେ ଚାକିରି କ୍ଷେତ୍ରରେ…

ନିଯୁକ୍ତିର ବାର୍ତ୍ତା

ନିକଟରେ କେନ୍ଦ୍ର ସରକାରଙ୍କ ଦ୍ୱାରା ବିଭିନ୍ନ ମନ୍ତ୍ରଣାଳୟଗୁଡ଼ିକରେ ଯୁଗ୍ମ ସଚିବ ସ୍ତରରେ ୪୮ ଜଣ ବାବୁଙ୍କ ନିଯୁକ୍ତି ଏକ ସାଧାରଣ ବିଷୟ ଜଣାପଡ଼ୁଛି। କିନ୍ତୁ ତାହା ନୁହେଁ।…

ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ: ଭର୍ଚୁଆଲ ମାଧ୍ୟମରେ ଯୋଡି ହେଲେ ମୁଖ୍ୟମନ୍ତ୍ରୀ

ତୁମୁଡିବନ୍ଧ(ଦୀପକ କୁମାର ପରାସେଠ):କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଭାଷୀ ମାଧ୍ୟମରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ତୁମୁଡିବନ୍ଧ…

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା…

ରାଘବ ଚଢାଙ୍କ ସମେତ AAP ଛାଡିଥିବା ଏମ୍‌ପିଙ୍କ ଉପରେ ବର୍ଷିଲେ ଭଗବନ୍ତ ମାନ, କହିଲେ ଏମାନେ ପଞ୍ଜାବର ଦେଶଦ୍ରୋହୀ

ନୂଆଦିଲ୍ଲୀ,୨୫।୪: ରାଘବ ଚଢା ଏବଂ ଆମ ଆଦମୀ ପାର୍ଟିର ଅନ୍ୟ ଛଅ ଜଣ ଏମ୍‌ପିଙ୍କ ଭାଜପାରେ ଯୋଗଦାନ ଉପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ କଡ଼ା ପ୍ରତିକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri