ଜିଲାପରିଷଦ ପ୍ରାର୍ଥୀଙ୍କ ଗାଡ଼ିକୁ ଫୋପାଡ଼ିଲେ ପଥର

ବାଉଁଶୁଣୀ,୧୪।୨(ଡି.ଏନ୍‌.ଏ.): ବୌଦ୍ଧ ଜିଲାରେ ନିର୍ବାଚନୀ ହିଂସା ଥମିବାର ନା ନେଉନାହିଁ । ପ୍ରତ୍ୟେକ ଦିନ ଗୋଟିଏ ପରେ ଗୋଟିଏ ମାମଲା ଯୋଡ଼ି ହେବାରେ ଲାଗିଛି। ୪ନମ୍ବର ଜୋନ୍‌ର ଭାଜପା ଜିଲା ପରିଷଦ ପ୍ରାର୍ଥୀ ରାକେଶ କୁମାର ତ୍ରିପାଠୀଙ୍କ ପ୍ରଚାର ଗାଡ଼ି ଉପରକୁ ଦୁବୃର୍ତ୍ତମାନେ ଢେଲା ପଥର ମାଡ଼ କରିଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ, ମନମୁଣ୍ଡା ଥାନା ଶଗଡ଼ା ପଞ୍ଚାୟତ ବେନାମୁଣ୍ଡା ଗ୍ରାମରୁ ପ୍ରାର୍ଥୀ ରାକେଶ ଫେରୁଥିବା ବେଳେ କିଛି ଯୁବକ ପଥର ମାଡ଼ କରିଥିଲେ। ପରେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ସମ୍ପର୍କରେ ପ୍ରାର୍ଥୀ ମନମୁଣ୍ଡା ଥାନା ଅଧିକାରୀଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିପ୍‌ସମ୍‌ ପରିବହନକୁ ନେଇ ବିବାଦ

ମାର୍ଶାଘାଇ,୨୫ା୬(ଡି.ଏନ୍‌.ଏ.): ପାରାଦ୍ୱୀପ ଇଫ୍‌କୋ ସାର କାରଖାନାରୁ ବାହାରୁ ଥିବା ଜିପ୍‌ସମ୍‌ର ପରିବହନକୁ ନେଇ ବିବାଦ ଦେଖା ଯାଇଛି ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଟ୍ରକ ମାଲିକ ସଂଘର...

ରାସ୍ତାରେ ଭାସୁଛି ପିଟିସି ନର୍ଦ୍ଦମା ପାଣି: ଦୁର୍ଗନ୍ଧରେ ଫାଟୁଛି ନାକ

ଅନୁଗୋଳ ଅଫିସ, ୨।୬- ଅନୁଗୋଳ ପୌରାଞ୍ଚଳର ୧୬ନଂ. ଓ୍ବାର୍ଡରେ ଥିବା ଗୀତାଗ୍ରାମ ରାସ୍ତାରେ ଭାସୁଛି ପୋଲିସ ଟ୍ରେନିଂ କଲେଜ (ପିଟିସି) ନର୍ଦ୍ଦମା ପାଣି। ପଚାଶଢ଼ା ପାଣି...

୧୨ ଜିଲାରେ ୧୪୭ ଟିମ୍‌ ମୁତୟନ: ‘ଅମ୍ଫନ୍‌’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ

କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ...

ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼

ପୁରୀ ଅଫିସ, ୫।୧୧: ଧର୍ମର ମାସ କାର୍ତ୍ତିକ ଚାଲିଛି। ଏ ନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି। ପଞ୍ଚକର ଦ୍ୱାଦଶୀ ତିଥିରେ ଶନିବାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା...

ବିଶୋଧନ ହେଲା ଖଣି ଅଞ୍ଚଳ

କେନ୍ଦୁଝର, ୧୬ା୪(ସ୍ବ.ପ୍ର.)-ବାଂଶପାଳ ବ୍ଲକ ଶୁଆକାଟି ଖଣି ଅଞ୍ଚଳରେ ବିଭିନ୍ନ ଗ୍ରାମ ରାସ୍ତାଘାଟକୁ ବୁଧବାର ବିଶୋଧନ କରାଯାଇଛି। କଳିଙ୍ଗ କମର୍ସିଆଲ କର୍ପୋରେଶନ ପକ୍ଷରୁ ଇଚିଣ୍ଡା, ତଳ କଇଁସରୀ,...

ବରଯାତ୍ରୀଙ୍କ ଉପରେ କାର୍‌ ମାଡ଼ିଗଲା: ଜଣେ ମୃତ,୧୧ ଆହତ

ଖପ୍ରାଖୋଲ,୨୬।୨(ଡି.ଏନ୍‌.ଏ.): ବାହାଘର ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା ବର ବାହାରି କନ୍ୟାଘରକୁ ଯିବା ପାଇଁ ଆୟୋଜନ ଚାଲିଥିଲା ା ଡିଜେ ଓ ବାଜାର ତାଳେ...

ଜଳ ସଂରକ୍ଷଣରେ ବାଧା

ବାରିପଦା ଅଫିସ,୭ା୫ ଅପଚୟ ହେଉଥିବା ବର୍ଷାଜଳକୁ ଭୂତଳଗାମୀ କରିବା ପାଇଁ ମୟୂରଭଞ୍ଜ ଜିଲାରେ ବର୍ଷାଜଳ ଅମଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଭୂତଳ ଜଳସ୍ତର ବୃଦ୍ଧି ପାଇଁ...

ଛେଣ୍ଡିପଦା ବ୍ଲକର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଛେଣ୍ଡିପଦା,୯।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତର ପ୍ରକଳ୍ପ ଗୁଡିକୁ ଶୁକ୍ରବାର ବିଧାୟକ ସୁଶାନ୍ତ କୁମାର ବେହେରା ଉଦଘାଟ୍‌ନ କରିଛନ୍ତି। ‘ଆମ ଗାଁ ଆମ...

Advertisement
Archives

Model This Week