Posted inଜାତୀୟ

ନୀତୀଶ କୁମାରଙ୍କ ଗାଡ଼ି ଉପରକୁ ପଥର ମାଡ଼

ପାଟନା,୨୧।୮: ବିହାରର ରାଜଧାନୀ ପାଟନାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଗାଡ଼ି ଉପରକୁ ପଥର ମାଡ଼ କରାଯାଇଛି। ଏହି ପଥର ମାଡ଼ରେ ଗାଡିର ଗ୍ଲାସ ଭାଙ୍ଗିଯାଇଛି। ଅବଶ୍ୟ ପଥର ଫିଙ୍ଗିବା ସମୟରେ ମୁଖ୍ୟମନ୍ତ୍ରୀ କାର୍‌ରେ ନ ଥିଲେ। ଏହି ଘଟଣା ସମ୍ପର୍କରେ ଅଧିକାରୀମାନେ କହିଛନ୍ତି, ଏହି ଘଟଣା ପାଟନା ଜିଲାର ଗୌରୀଚକ ପୋଲିସ ଷ୍ଟେଶନର ସୋହଗି ଗ୍ରାମରେ ଘଟିଛି। ଏଠାରେ କିଛି ଅଜ୍ଞାତ ବ୍ୟକ୍ତି ତାଙ୍କ ଗାଡିରେ ପଥର ଫିଙ୍ଗିଥିଲେ। ଏହି ଗାଡ଼ିରେ କେବଳ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା କର୍ମୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୮ରେ କୁମାରସ୍ବାମୀ ସରକାରଙ୍କ ଶକ୍ତିପରୀକ୍ଷା

ବେଙ୍ଗାଲୁରୁ,୧୫।୭: କର୍ନାଟକ ରାଜନୀତି ପୁଣି ରୋଚକ ମୋଡରେ ପହଞ୍ଚିଛି। ସୋମବାର ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥାପ୍ରସ୍ତାବ ଆଗତ କରିବା ପରେ...

ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ଘୋଷଣା କରିଛନ୍ତି କି ଏବେ ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌। ସ୍ଥଳସେନା, ନୌସେନା...

ମାସକରେ ବଢ଼ିଲାଣି ୧୦୦

ନୂଆଦିଲ୍ଲୀ,୨ା୩: କରୋନା ମହାମାରୀ ଯୋଗୁ ଲୋକଙ୍କ ଆର୍ଥିକ ଅବସ୍ଥା ଅତ୍ୟନ୍ତ ଦୟନୀୟ ହୋଇପଡ଼ିଛି। ଏଭଳି ସମୟରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ସମେତ ପେଟ୍ରୋଲ, ଡିଜେଲ ଓ...

ଗାନ୍ଧୀଙ୍କ ମୂର୍ତ୍ତି ସମ୍ମୁଖରେ ଭୋ ଭୋ କାନ୍ଦିଲେ ସମାଜବାଦୀ ପାର୍ଟି ନେତା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୩।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ସମାଜବାଦୀ ପାର୍ଟି ନେତା ଫିରୋଜ ଖାଁ ଭୋ ଭୋ ହୋଇ କାନ୍ଦିଛନ୍ତି। ଭାଜପା ଦେଶରେ ନାଟକ କରୁଛି ବୋଲି...

କ୍ୟାବିନେଟ୍‌ ନିଷ୍ପତ୍ତି: ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳ ୧୧ ମାସ ବଢ଼ିଲା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଆଉ ୧୧ ମାସ ବୃଦ୍ଧି କରିଛନ୍ତି। ଫଳରେ ଏହି କମିଶନ ଆସନ୍ତାବର୍ଷ ଅକ୍ଟୋବର ୩୦ ପର୍ଯ୍ୟନ୍ତ...

ଟ୍ରମ୍ପ୍‌ଙ୍କ ଗସ୍ତ ପୂର୍ବରୁ ଧମକ

ନୂଆଦିଲ୍ଲୀ,୧୭ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଦେଇଛି ଆକ୍ରମଣ ଧମକ। ହତ୍ୟାକାରୀମାନଙ୍କୁ କ୍ଷମା ଦିଆଯିବ...

ମାଗ୍‌ସେସେ ବିଜେତା ସନ୍ଦୀପ ଗୃହବନ୍ଦୀ

ଲକ୍ଷ୍ନୌ, ୧୨ା୮: ମାଗ୍‌ସେସେ ପୁରସ୍କାରପ୍ରାପ୍ତ ସାମାଜିକ କର୍ମୀ ସନ୍ଦୀପ ପାଣ୍ଡେଙ୍କୁ ରବିବାର ଗୃହବନ୍ଦୀ କରାଯାଇଛି। ୩୭୦ ଉଚ୍ଛେଦ ପ୍ରତିବାଦରେ ଜିପିଓ ପାର୍କ ନିକଟରେ ଧାରଣା ଦେବା...

ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ କେନ୍ଦ୍ର ସରକାରଙ୍କୁ ଉପାୟ ଚିନ୍ତା କରିବାକୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬ ।୧୧: ଦିଲ୍ଲୀ ଏନ୍‌ସିଆର୍‌ର ବାୟୁ ବେଳକୁ ବେଳ ପ୍ରଦୂଷିତ ହେବାରେ ଲାଗିଛି । ଏହାକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଇଥିଲେ ମଧ୍ୟ କୌଣସିଟା ଫଳପ୍ରଦ...

Advertisement
Archives

Model This Week