‘ଆୟୁଷ୍ମାନ ଭାରତ’ ଯୋଜନାକୁ ନେଇ ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବା ବନ୍ଦ କରନ୍ତୁ’

ଭୁବନେଶ୍ୱର,୧ା୨(ବ୍ୟୁରୋ): ୨୦୨୩-୨୪ରେ କେନ୍ଦ୍ର ସରକାର ଆଣିଥିବା ବଜେଟକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର କିଛି କ୍ଷେତ୍ରରେ ଆଣିଥିବା ପଦକ୍ଷେପ ବେଶ୍‌ ପ୍ରଶଂସାଯୋଗ୍ୟ। ଆଉ କିଛି ବଜେଟ ଚିନ୍ତାଜନକ। ଯାହାର ସମାଧାନ କରିବା ଜରୁରୀ ଅଟେ।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବଜେଟ ୨୦୨୩ର କିଛି ଭଲ ଦିଗ ଅଛି, ଯାହାକୁ ପ୍ରଶଂସା କରାଯିବା ଆବଶ୍ୟକ ଏବଂ କିଛି ଚିନ୍ତାଧାରା ଅଛି ଯାହାକୁ ଦେଖିବା ଏବଂ ସମାଧାନ କରିବା ଆବଶ୍ୟକ। ଭଲ ପଦକ୍ଷେପ ହେଉଛି, ପୁଞ୍ଜି ବିନିଯୋଗ ବୃଦ୍ଧି, ପାନୀୟ ଜଳ ପଦକ୍ଷେପକୁ ସମର୍ଥନ ଏବଂ ଗ୍ରାମୀଣ ଗୃହ ବୃଦ୍ଧି। ମୁଁ ଆଶା ରଖିବି ଯେ, ଓଡ଼ିଶା ରାଜ୍ୟ ଭାଜପାର ନେତୃବୃନ୍ଦ ‘ଆୟୁଷ୍ମାନ ଭାରତ’ ଯୋଜନା ନେଇ ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବା ବନ୍ଦ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?