Posted inଜାତୀୟ

ଧର୍ମାନ୍ତରୀକରଣ ହେଉଥିବା ଧର୍ମସଭା ବନ୍ଦ କର: ହାଇକୋର୍ଟ

ପ୍ରୟାଗରାଜ,୩ା୭(ପି.ଟି.): ଧର୍ମାନ୍ତରୀକରଣ ହେଉଥିବା ଧର୍ମସଭାଗୁଡ଼ିକୁ ତୁରନ୍ତ ବନ୍ଦ କରାଯିବା ଆବଶ୍ୟକ ବୋଲି ଆଲ୍ଲାହାବାଦ ହାଇକୋର୍ଟ କହିଛନ୍ତି। ଏହା ବନ୍ଦ ନ ହେଲେ ଦିନେ ଦେଶର ସଂଖ୍ୟାବହୁଳ ସଂଖ୍ୟାଲଘୁରେ ପରିଣତ ହୋଇଯିବ ବୋଲି ଜଷ୍ଟିସ୍‌ ରୋହିତ ରଞ୍ଜନ ଅଗ୍ରଓ୍ବାଲଙ୍କ ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି। ଅନେକ ଲୋକଙ୍କୁ ଧର୍ମାନ୍ତରୀକରଣ କରାଇବାରେ ସମ୍ପୃକ୍ତ ଥିବା ଅଭିଯୁକ୍ତ କୈଳାସଙ୍କ ଜାମିନ ଆବେଦନକୁ ଖାରଜ କରିଦେବା ଅବସରରେ ଖଣ୍ଡପୀଠ ଏହା କହିଛନ୍ତି।

ପ୍ରଚାର ଅର୍ଥ ପ୍ରଚାର ପ୍ରସାର କରିବା। କିନ୍ତୁ ଏହାର ଅର୍ଥ ଗୋଟିଏ ଧର୍ମର ବ୍ୟକ୍ତିକୁ ଅନ୍ୟ ଧର୍ମରେ ପରିବର୍ତ୍ତନ କରିବା ନୁହେଁ ବୋଲି ହାଇକୋର୍ଟ କହିଛନ୍ତି। ଆବେଦନକାରୀ ତାଙ୍କ ପିଟିଶନରେ ଦର୍ଶାଇଥିଲେ, ତାଙ୍କ ଭାଇଙ୍କ ସମେତ ଗାଁରୁ କେତେଜଣକୁ ଦିଲ୍ଲୀରେ ଅନୁଷ୍ଠିତ ଏକ ଧର୍ମ ସମାବେଶକୁ ନିଆଯାଇ ସେମାନଙ୍କୁ ଖ୍ରୀଷ୍ଟିଆନ ଧର୍ମରେ ପରିବର୍ତ୍ତନ କରାଯାଇଥିଲା। ତାଙ୍କ ଭାଇ ଖ୍ରୀଷ୍ଟଧର୍ମ ନେବା ପରେ ଆଉ ଘରକୁ ଫେରୁ ନ ଥିବା ପିଟିଶନର ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri