କାଲିଫର୍ନିଆରେ ବର୍ଷା-ବନ୍ୟା ବିତ୍ପାତ, ଭାଙ୍ଗିଲା ନଦୀ ବନ୍ଧ, ହଜାର ହଜାର ଲୋକ ଉଦ୍ଧାର

କାଲିଫର୍ନିଆ.୧୨ ।୩: ଆମେରିକାର ଉତ୍ତର କାଲିଫର୍ନିଆରେ ପ୍ରବଳ ବର୍ଷା ଓ ବନ୍ୟା ଫଳରେ ସାଧାରଣ ଜୀବନ ପ୍ରଭାବିତ ହୋଇଛି । ପଜାରୋ ନଦୀରେ ନିର୍ମିତ ବନ୍ଧ ଭାଙ୍ଗି ଯିବାରୁ ନିକଟରେ ଥିବା ଅଞ୍ଚଳ ବନ୍ୟା ପାଣିରେ ବୁଡି ଯାଇଛି । ଫଳରେ ହଜାର ହଜାର ଲୋକେ ଘର ଛାଡି ପଳାଇବାକୁ ବାଧ୍ୟ ହୋଇଛନ୍ତି ।
ମିଡିଆ ରିପୋର୍ଟ ଅନୁଯାୟୀ, ପାଣିପାଗ ବିଭାଗର ଚେତାବନୀ ପରେ ସେଣ୍ଟ୍ରାଲ କୋଷ୍ଟର ମୋଂଟେରି କାଉଣ୍ଟିରେ ୮ ହଜାରରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଇଛି । ଏମାନଙ୍କ ମଧ୍ୟରୁ ୧୭୦୦ ଲୋକ ପଜାରୋ ନଦୀରେ ହୋଇଥିବା ବନ୍ଧ ଭାଙ୍ଗି ଯିବାବାରୁ ଫସି ଯାଇଥିଲେ । ଅଧିକାରୀମାନେ କହିଛନ୍ତି ପଜାରୋ ନଦୀ ଉପରେ ହୋଇଥିବା ବନ୍ଧ ପ୍ରାୟ ୧୦୦ ଫୁଟ ଚଉଡା ଥିଲା । ପ୍ରବଳ ବର୍ଷା ଯୋଗୁ ଶନିବାର ଭୋର ସମୟରେ ଏହି ବନ୍ଧ ଭାଙ୍ଗିଯାଇ ଜନବସତି ଭିତରକୁ ପାଣି ପସିଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?