ରାଜ୍ୟରେ ଝଡ଼ବର୍ଷା: ବଜ୍ରାଘାତରେ ୨ ଜୀବନଗଲା, ୨ ଗୁରୁତର

ଭୁବନେଶ୍ୱର,୧୧।୫(ବ୍ୟୁରୋ) ରାଜ୍ୟର ଅନେକ ସ୍ଥାନରେ ମଙ୍ଗଳବାର ବର୍ଷା ସହିତ ପବନ ହୋଇଛି। ଏହା ସହ ବିଜୁଳି ଓ ଘଡ଼ିଘଡ଼ି ମାରିବାରୁ ଏଥିରେ ୨ଟି ଭିନ୍ନ ଭିନ୍ନ ସ୍ଥାନରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ବଲାଙ୍ଗୀର ଜିଲା ସଦର ଥାନା ବରକାନୀ ଗାଁରେ ଦୁଇ ଜଣ ମହିଳା ଗାଧୋଇବାକୁ ପୋଖରୀକୁ ଯାଇଥିଲେ। ଏହି ସମୟରେ ଝଡ଼ବର୍ଷା ସହିତ ଘଡ଼ଘଡ଼ି ମାରିଥିଲା। ବଜ୍ରାଘାତରେ ଜଣଙ୍କ ମୃତ୍ୟୁ ଘଟିଥିଲା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ମହିଳା ହେଲେ ପାଣିବୁଡ଼ି ମେଶ୍ୱା(୬୫ )। ଗୁରୁତର ହେଲେ ଭୂମିସୁତା ମେଶ୍ୱା। ଭୂମିସୁତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବଲାଙ୍ଗୀରସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଏହା ସହ ଜିଲାର ଡଙ୍ଗିଆବାହାଲ ଗାଁରେ ବଜ୍ରାଘାତରେ କେନ୍ଦୁପତ୍ର ଫଡ଼ିଘର ପୂରା ଜଳି ଯାଇଛି। ସେଥିରେ ଥିବା ସବୁ କେନ୍ଦୁ ପତ୍ର ପୋଡ଼ି ଯାଇଛି।
ଅନ୍ୟପକ୍ଷରେ ଅନୁଗୋଳ ଜଲା ଆଠମଲ୍ଲିକରେ ବଜ୍ରାଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri