୧୫ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଜିଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ ଓ ନବରଙ୍ଗପୁର। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାରେ ପରିସ୍ଥିତି ଉପରେ ନଜର ରଖିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ କିଛିଦିନ ହେବ ରାଜ୍ୟର ବିଭିନ୍ନ ଭାଗରେ ଝଡ଼ବର୍ଷା ଲାଗିରହୁଛି। ଫଳରେ ଗ୍ରୀଷ୍ମ ପ୍ରକୋପ ହ୍ରାସ ପାଇଛି। ଶୁକ୍ରବାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯ଡିଗ୍ରୀ ସେଲ୍‌ସିୟସ୍‌ ତଳେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲ ଟିକା ୯୫:୫ କରାଯାଉ

ଭୁବନେଶ୍ୱର, ୩ା୭(ବ୍ୟୁରୋ): କେନ୍ଦ୍ର ସରକାର ଘରୋଇ ହସ୍ପିଟାଲକୁ ଯୋଗାଇ ଦେଉଥିବା ଟୀକା ଅନୁପାତକୁ ୭୫:୨୫ ପରିବର୍ତ୍ତେ ୯୫:୫ କରିବା ପାଇଁ ଓଡିଶା ଦାବି କରିଛି। ଏନେଇ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୯୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୮୬, ବାଲେଶ୍ୱରରୁ ୩୩୬,...

ବାଙ୍କୀ ଡବଲ ମର୍ଡର ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା କଂଗ୍ରେସ

ଭୁବନେଶ୍ୱର,୨୧।୨(ବ୍ୟୁରୋ): କଟକ ଜିଲା ବାଙ୍କୀଠାରେ କିଛିଦିନ ତଳେ ଘଟିଥିବା ଡବଲ ମର୍ଡର ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ସିଧାସଳଖ କଂଗ୍ରେସ ଟାର୍ଗେଟ କରିଛି। ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ...

କିଶୋରୀଙ୍କୁ ଚିହ୍ନଟ କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ରାଜ୍ୟରେ ଥିବା କିଶୋରୀମାନଙ୍କ ବିକାଶ ପାଇଁ ସରକାର ବିଶେଷ ଧ୍ୟାନ ଦେଇଛନ୍ତି। ସେମାନଙ୍କୁ ଚିହ୍ନଟ କରିବା ପାଇଁ ଏକ ସୂଚନା ପରିଚାଳନା ବ୍ୟବସ୍ଥାର ବିକାଶ...

ରାଜ୍ୟରେ ଏପ୍ରିଲ ୧ ଯାଏ ବର୍ଷା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ୨୯ରୁ ଆଉ ଏକ ପଶ୍ଚିମାଝଡ। ଏହାର ପ୍ରଭାବରେ ରାଜ୍ୟରେ ୩୦ମାର୍ଚ୍ଚରୁ ୧ ଏପ୍ରିଲ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେବେ...

ମଦ ବ୍ୟବସାୟୀଙ୍କୁ ସାବାଡ଼ ପାଇଁ ଶପଥ: ଠେଙ୍ଗା, ଟର୍ଚ୍ଚ ଧରି ବାହାରିଲେ ମହିଳା

ବେଗୁନିଆ, ୨୧।୭(ଡି.ଏନ.ଏ.):  ମଦ ପିଇ ଘରର ପୁରୁଷ ବ୍ୟକ୍ତିମାନେ ଘରକୁ ଆସି ଶାନ୍ତିଶୃଙ୍ଖଳା ଭଙ୍ଗ କରିବା ସହ ମହିଳାଙ୍କୁ ମାଡ ମାରୁଛନ୍ତି। ଏଥିଯୋଗୁ ଅଧିକାଂଶ ଘରେ...

ଜମୁଛି ଶିଶିର ସରସ ମେଳା

ଭୁବନେଶ୍ୱର,୨।୧(ବ୍ୟୁରୋ): ଗତ ୨ ବର୍ଷ ଧରି ବନ୍ଦ ରହିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳା ପୁଣି ଲୋକଙ୍କ ନିକଟକୁ ଫେରିଛି। ଏଥର ଏହା ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ...

ଅଭିନବ ଢଙ୍ଗରେ ଭାଲେଣ୍ଟାଇନ ପାଳିଲା ସାମ୍‌ସଙ୍ଗ

ଭୁବନେଶ୍ୱର,୧୫।୨ : ପ୍ରମୁଖ କମ୍ପାନୀ ସାମସଙ୍ଗ ଏବଂ ରାମକୃଷ୍ଣ ଏଜେନ୍ସି ମିଳିତ ଭାବେ ଅଭିନବ ଢଙ୍ଗରେ ଭାଲେଣ୍ଟାଇନକୁ ପାଳନ କରିଛନ୍ତି। ସ୍ଥାନୀୟ ଲୁଇ ବ୍ରେଲୀ ଓ...

Advertisement
Archives

Model This Week