Posted inଜାତୀୟ

ଭାଜପାରେ ସାମିଲ ହେଲେ ପ୍ରସିଦ୍ଧ ଗାୟିକା ଅନୁରାଧା ପୌଡଓ୍ବାଲ

ନୂଆଦିଲ୍ଲୀ,୧୬।୩: ପ୍ରସିଦ୍ଧ ଗାୟିକା ଅନୁରାଧା ପୌଡଓ୍ବାଲ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଛନ୍ତି। ଶନିବାର ଅପରାହ୍ନରେ ଭାଜପା ଅଫିସରେ ପହଞ୍ଚି ସେ ଦଳରେ ସାମିଲ ହୋଇଛନ୍ତି। ଖୁବ୍‌ଶୀଘ୍ର ଦେଶରେ ଲୋକ ସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ସେ ରାଜନୀତିରେ ପ୍ରବେଶ କରିଛନ୍ତି।

ଭାଜପାରେ ଯୋଗଦେଇ ଅନୁରାଧା କହିଛନ୍ତି, ସନାତନ ଧର୍ମ ସହ ଗଭୀର ସମ୍ପର୍କ ଥିବା ଲୋକମାନଙ୍କ ସହ ଯୋଡ଼ି ହୋଇ ଖୁସି ଲାଗୁଛି। ଫିଲ୍ମଜଗତ ପାଇଁ ଗାଇବା ସହ ଆଧ୍ୟାତ୍ମିକ ଗୀତ ବି ଗାଇଛି। ଯେଉଁ ସମୟରେ ରାମଲାଲାଙ୍କ ସ୍ଥାପନା କରାଗଲା, ସେଠାରେ ମୋତେ ଗାଇବାକୁ ସୁଯୋଗ ଦିଆଯାଇଥିଲା, ଏହା ମୋର ସୌଭାଗ୍ୟ।

କହିରଖୁଛୁ, ଅନୁରାଧା ୯୦ ଦଶକର ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ଜଣେ। ଏବେ ତାଙ୍କୁ ୬୯ ବର୍ଷ। ୧୯୬୯ରେ ସେ ଅରୁଣ ପୌଡଓ୍ବାଲଙ୍କୁ ବିବାହ କରିଥିଲେ। ତାଙ୍କର ଦୁଇ ସନ୍ତାନ ଆଦିତ୍ୟ ଏବଂ କବିତା ଅଛନ୍ତି। ହେଲେ କିଛି ବର୍ଷ ପୂର୍ବେ ତାଙ୍କ ପୁଅଙ୍କ ମୃତ୍ୟୁ ଘଟିଥିଲା। ୧୯୯୧ରେ ସ୍ବାମୀଙ୍କୁ ମଧ୍ୟ ହରାଇଛନ୍ତି ସେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

ଭୟଙ୍କର ଦୁର୍ଘଟଣା: ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ଚାଲିଗଲା ୨୨ ଶ୍ରମିକଙ୍କ ଜୀବନ

ଇଟାନଗର,୧୧ା୧୨: ଅରୁଣାଚଳ ପ୍ରଦେଶର ଅଞ୍ଜା ଜିଲାରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ  ବିପଦପୂର୍ଣ୍ଣ ପାହାଡ଼ି ରାସ୍ତାରୁ ହଜାର ଫୁଟ...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri