Posted inଜାତୀୟ

ଭାଜପାରେ ସାମିଲ ହେଲେ ପ୍ରସିଦ୍ଧ ଗାୟିକା ଅନୁରାଧା ପୌଡଓ୍ବାଲ

ନୂଆଦିଲ୍ଲୀ,୧୬।୩: ପ୍ରସିଦ୍ଧ ଗାୟିକା ଅନୁରାଧା ପୌଡଓ୍ବାଲ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଛନ୍ତି। ଶନିବାର ଅପରାହ୍ନରେ ଭାଜପା ଅଫିସରେ ପହଞ୍ଚି ସେ ଦଳରେ ସାମିଲ ହୋଇଛନ୍ତି। ଖୁବ୍‌ଶୀଘ୍ର ଦେଶରେ ଲୋକ ସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ସେ ରାଜନୀତିରେ ପ୍ରବେଶ କରିଛନ୍ତି।

ଭାଜପାରେ ଯୋଗଦେଇ ଅନୁରାଧା କହିଛନ୍ତି, ସନାତନ ଧର୍ମ ସହ ଗଭୀର ସମ୍ପର୍କ ଥିବା ଲୋକମାନଙ୍କ ସହ ଯୋଡ଼ି ହୋଇ ଖୁସି ଲାଗୁଛି। ଫିଲ୍ମଜଗତ ପାଇଁ ଗାଇବା ସହ ଆଧ୍ୟାତ୍ମିକ ଗୀତ ବି ଗାଇଛି। ଯେଉଁ ସମୟରେ ରାମଲାଲାଙ୍କ ସ୍ଥାପନା କରାଗଲା, ସେଠାରେ ମୋତେ ଗାଇବାକୁ ସୁଯୋଗ ଦିଆଯାଇଥିଲା, ଏହା ମୋର ସୌଭାଗ୍ୟ।

କହିରଖୁଛୁ, ଅନୁରାଧା ୯୦ ଦଶକର ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ଜଣେ। ଏବେ ତାଙ୍କୁ ୬୯ ବର୍ଷ। ୧୯୬୯ରେ ସେ ଅରୁଣ ପୌଡଓ୍ବାଲଙ୍କୁ ବିବାହ କରିଥିଲେ। ତାଙ୍କର ଦୁଇ ସନ୍ତାନ ଆଦିତ୍ୟ ଏବଂ କବିତା ଅଛନ୍ତି। ହେଲେ କିଛି ବର୍ଷ ପୂର୍ବେ ତାଙ୍କ ପୁଅଙ୍କ ମୃତ୍ୟୁ ଘଟିଥିଲା। ୧୯୯୧ରେ ସ୍ବାମୀଙ୍କୁ ମଧ୍ୟ ହରାଇଛନ୍ତି ସେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି।…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ; ୧୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୫ଜିଲାକୁ ଆଲର୍ଟ କଲା IMD

ଲକ୍ଷ୍ନୌ,୯।୬: ଉତ୍ତର ପ୍ରଦେଶ (UP) ରେ ପାଣିପାଗ ଏବେଠାରୁ ରୂପ ବଦଳାଇବା ଆରମ୍ଭ କଲାଣି। ବାରାଣସୀ, ପ୍ରୟାଗରାଜ, ବାନ୍ଦା ଏବଂ ଆଗ୍ରା ଭଳି ସହରଗୁଡ଼ିକରେ ପାରଦ ୪୧…

ନିଜ ଜ୍ୱାଇଁକୁ ବାହାହେଲେ ଶାଶୁ, ସ୍ତ୍ରୀ ଦେଖି କହିଲେ…

କାନପୁର,୯।୬: ଉତ୍ତରପ୍ରଦେଶର କାନପୁର ଦେହାତ ଜିଲାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକ ନିଜ ସ୍ତ୍ରୀଙ୍କୁ ଛାଡ଼ି ଶାଶୁଙ୍କୁ କୋର୍ଟରେ ବାହା ହେଇଛନ୍ତି। ବିବାହ…

କମିବାର ନାଁ ନେଉନାହିଁ ମମତାଙ୍କ ସମସ୍ୟା; ହଠାତ୍‌ କାର୍ଯ୍ୟାଳୟରେ ପହଞ୍ଚିଲା CID ଟିମ୍‌, ଜାଣନ୍ତୁ କାହିଁକିି…

କୋଲକାତା,୯।୬: ଟିଏମସି ସତ୍ତା ହରାଇବା ପରେ ପଶ୍ଚିମବଙ୍ଗ ରାଜନୀତିରେ କୋଣଠେସା ହୋଇପଡ଼ିଥିବା ମମତା ବାନାର୍ଜୀଙ୍କ ଅସୁବିଧା କମିବାର ନାଁ ନେଉନାହିଁ। ମଙ୍ଗଳବାର କୋଲକାତାସ୍ଥିତ ତାଙ୍କ କାଳୀଘାଟ କାର୍ଯ୍ୟାଳୟ…

TMC ମୁଖ୍ୟରୁ ହଟିବେ ମମତା? ବିଦ୍ରୋହୀ ଦଳ ଖେଳିବେ ବଡ଼ ଗେମ୍‌!

ନୂଆଦିଲ୍ଳୀ,୯।୬: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC) ଏବେ ଏକ ବଡ଼ ଧରଣର ବିଦ୍ରୋହ ଓ ବିଭାଜନର ସାମ୍ନା କରୁଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ରାଜନୈତିକ ଭବିଷ୍ୟତ ଏବେ…

ଭାରତ ପାଖରେ ଅଛି କେତେ ପରମାଣୁ ଅସ୍ତ୍ର, ଆସିଲା ନୂଆ ରିପୋର୍ଟ: ଚାଇନା-ପାକିସ୍ତାନକୁ ଲାଗିପାରେ ୪୪୦ ଭୋଲ୍ଟର ଝଟ୍‌କା

ନୂଆଦିଲ୍ଲୀ,୯।୬: ଅସ୍ତ୍ରଶସ୍ତ୍ର ଉପରେ ନଜର ରଖୁଥିବା ଏକ ବିଶ୍ୱସ୍ତରୀୟ ସଂସ୍ଥା SIPRIର ଭାରତକୁ ନେଇ ଏଲକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଭାରତ ଅତିକମ୍‌ରେ ବ୍ୟବହାର ପାଇଁ ୧୨ଟି…

ଧମାକା କରିବେ ସନ୍ନି: ଦର୍ଶକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ପୁଣି ପରଦାରେ ଧମାକା କରିବାକୁ ଯାଉଛନ୍ତି ସନ୍ନି ଦେଓଲ। ‘ବର୍ଡର’ ସହିତ ବକ୍ସ ଅଫିସରେ ସୁପରହିଟ୍‌ ହେବା ପରେ ସନ୍ନିଙ୍କ କ୍ରେଜ୍‌ ଆହୁରି ବଢିଯାଇଛି। ଦର୍ଶକ ତାଙ୍କୁ…

‘ବଦଳି ଗଲେ ଦିଦି, ଶୁଣୁନାହାନ୍ତି ଆମ କଥା’, ବିଦ୍ରୋହୀ TMC ସାଂସଦଙ୍କ ବଡ଼ ବୟାନ

କୋଲକାତା,୯।୬: ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ବର୍ତ୍ତମାନ ସମସ୍ୟାର ପାହାଡ଼ ସାମ୍ନା କରୁଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ସେ ଅଳ୍ପକେ ମୁକୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri