ଏଭଳି ଉପାୟରେ ଟଙ୍କା ରୋଜଗାର କରୁଥିବା ବ୍ୟକ୍ତିଙ୍କୁ ଜୀବନରେ କେବେ ମିଳେନାହିଁ ଶାନ୍ତି: ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ

କ୍ୟାରିୟର, ପଦୋନ୍ନତି, ବୈବାହିକ ଜୀବନ, ଅର୍ଥ, ଶିକ୍ଷା ଏବଂ ବ୍ୟବସାୟ ସହ ଜୀବନର ଅନେକ ସମସ୍ୟା ବିଷୟରେ ଆଚାର୍ଯ୍ୟ ଚାଣକ୍ୟ ନିଜ ନୀତିଶାସ୍ତ୍ରରେ କହିଛନ୍ତି। ତାଙ୍କ ନୀତିକୁ ଜୀବନରେ ଆପଣାଇବା କଷ୍ଟସାଧ୍ୟ। କିନ୍ତୁ ଯେ ତାହା କରିପାରେ ସେହି ବ୍ୟକ୍ତିଙ୍କୁ କେହି ସଫଳତା ପାଇବାରୁ ଅଟକାଇ ପାରିବେ ନାହିଁ। ନୀତି ଶାସ୍ତ୍ରରେ ଚାଣକ୍ୟ କହିଛନ୍ତି, ଯେଉଁ ବ୍ୟକ୍ତି ଟଙ୍କା ରୋଜଗାର କରିବା ପାଇଁ ଭୁଲ ବାଟ ବ୍ୟବହାର କରେ, ସେ ଜୀବନରେ କେବେବି ଶାନ୍ତି ପାଏ ନାହିଁ ।

-ଚାଣକ୍ୟ କୁହନ୍ତି, ଯେଉଁ ବ୍ୟକ୍ତି ଅନ୍ୟାୟ ଭାବରେ ଟଙ୍କା ଜମା କରେ ଏବଂ ସର୍ବଦା ଅହଂକାରରେ ମୁଣ୍ଡ ଟେକି ଚାଲେ, ସେଭଳି ଏପରି ଲୋକଙ୍କଠାରୁ ଦୂରରେ ରୁହନ୍ତୁ। ଏହିପରି ଲୋକମାନେ ମଧ୍ୟ ନିଜ ପାଇଁ ଏକ ବୋଝ, ସେମାନେ କେବେ ଶାନ୍ତି ପାଆନ୍ତି ନାହ।

-ଚାଣକ୍ୟ କହିଛନ୍ତି, ଭୁଲ ବାଟରେ ଟଙ୍କା ରୋଜଗାର କରୁଥିବା ବ୍ୟକ୍ତିଙ୍କଠାରୁ ମଣିଷ ସବୁବେଳେ ଦୂରତା ରଖିବା ଉଚିତ। ଅନେକ ସମୟରେ ଘନିଷ୍ଠ ବ୍ୟକ୍ତିମାନେ ଏହି ପ୍ରକୃତିର ହୋଇଥାନ୍ତି। ଏଣୁ ସେମାନଙ୍କ ପ୍ରକୃତି ଏଭଳି ଜାଣିବା ପରେ ସେମାନଙ୍କଠାରୁ ଦୂରରେ ରହିବା ସମ୍ଭବ ହୋଇ ନ ଥାଏ। ତଥାପି, ଏହିପରି ଲୋକଙ୍କଠାରୁ ଦୂରତା ରଖିବା ଉଚିତ।

-ଟଙ୍କା ଲୋଭରେ ବୁଡ଼ିଥିବା ବ୍ୟକ୍ତି ମନରେ ଅହଙ୍କାର ବାସ କରେ । ଏହିପରି ଲୋକମାନେ ନିଜଠାରୁ ଛୋଟ ଲୋକଙ୍କ ସହ କଥାବାର୍ତ୍ତା କରିବାକୁ ପସନ୍ଦ କରନ୍ତି ନାହିଁ। ଜଣେ ଅହଂକାରୀ ତଥା ଲୋଭୀ ବ୍ୟକ୍ତିକୁ ସମାଜରେ ଅପମାନିତ ହେବାକୁ ପଡିବ। ଏଣୁ ସେଭଳି ଲୋକଙ୍କଠାରୁ ଦୂରତା ରଖିବା ଉଚିତ। କାରଣ ସମୟ ଆସିଲେ ଲୋଭୀ ବ୍ୟକ୍ତି ଯେକୌଣସି ବ୍ୟକ୍ତିଙ୍କୁ ଠକିପାରେ। ଏହିପରି ଲୋକମାନେ ଠିକ୍‌ ଏବଂ ଭୁଲଠାରୁ ବହୁ ଦୂରରେ ବୋଲି ଚାଣକ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri