Posted inଖେଳ

ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୩ା୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ବଡ଼ ଝଟ୍‌କା ଲାଗିଛି। ଦଳର ଦ୍ରୁତ ବୋଲର ଶିଭମ ମାଭି ଆହତ କାରଣରୁ ସମ୍ପୂର୍ଣ୍ଣ ଆଇପିଏଲରୁ ବାଦ୍‌ ପଡିଛନ୍ତି। ତାଙ୍କର ପଞ୍ଜରା ହାଡରେ ଆଘାତ ଲାଗିଛି। ତେବେ ଶେଷ ଥର ପାଇଁ ଅଗଷ୍ଟ ୨୦୨୩ରେ ସେ ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟ ଖେଳିଥିଲେ । ଉତ୍ତରପ୍ରଦେଶ ପକ୍ଷରୁ ଖେଳୁଥିବା ମାଭି ଚଳିତ ରଣଜୀ ସିଜନରେ ଗୋଟିଏ ବି ମ୍ୟାଚ୍‌ ଖେଳିପାରି ନ ଥିଲେ। ମିନି ଅକ୍ସନରେ ତାଙ୍କୁ ଲକ୍ଷ୍ନୌ କିଣିଥିଲା। ତେବେ ମାଭି ଫିଟ୍‌ ନ ହେବା କାରଣରୁ ଚଳିତ ସିଜନରୁ ଓହରି ଯାଇଛନ୍ତି। ଭାରତ ପାଇଁ ୬ଟି ଟି୨୦ ମ୍ୟାଚ୍‌ ଖେଳିଥିବା ମାଭିଙ୍କୁ ୬.୪ କୋଟି ଟଙ୍କାରେ ଲକ୍ଷ୍ନୌ କିଣିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?