ନମସ୍କାରର ମାହାତ୍ମ୍ୟ

ନମସ୍କାର ଏକ ଶ୍ରେଷ୍ଠ ସଂସ୍କାର ଅଟେ। କୌଣସି ବୟସ୍କ, ପିତା-ମାତା, ସନ୍ଥ-ମହାପୁରୁଷଙ୍କ ଆଗରେ ହାତ ଯୋଡି ନତ ମସ୍ତକ ହେଲେ ଅହଂକାର ଦ୍ରବୀଭୁତ ହୋଇ ଥାଏ। ଆଡମ୍ବର ନଷ୍ଟ ହୋଇଯାଏ। ମନ ସରଳ ଓ ସାତ୍ତ୍ୱିକ ହୁଏ। ଆଉ ଏହି ନମସ୍କାରର ପ୍ରତି ବଦଳରେ ମିଳୁଥିବା ଆର୍ଶୀବାଦ ଦ୍ୱାରା ଜୀବନ ଧନ୍ୟ ହୋଇଗଲା ଭଳି ମନେ ହୋଇଥାଏ। ତା’ଛଡ଼ା ନମସ୍କାର ଦ୍ୱାରା ଯୋଗମୁଦ୍ରା ମଧ୍ୟ କରାଯାଇଥାଏ। ବିଶେଷକରି ସୂର୍ଯ୍ୟ ନମସ୍କାର ଏକ ଉତ୍ତମ ଯୋଗ ଅଟେ। ନିୟମିତ ଏହାକୁ କରିବା ଦ୍ୱାରା ଶରୀର ନିରୋଗ ରହିଥାଏ। ଏହା ଏକ ପ୍ରକାରର ପ୍ରଭାବୀ ଯୋଗାସନ ଅଟେ; ଯାହା ହୃଦୟ ଜନିତ ସମସ୍ୟାରୁ ସୁରକ୍ଷା ପ୍ରଦାନ କରିବା ସହ ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିଥାଏ। ତା’ଛଡ଼ା ଏହି ଆସନ ଦ୍ୱାରା ଦୃଷ୍ଟିଶକ୍ତି ପ୍ରଖର ହେବା ସହ ପାଚନ କ୍ରିୟା ବି ତ୍ୱରାନ୍ବିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଏଙ୍ଗ୍‌ଜାଇଟିର ଲକ୍ଷଣ ଓ ଉପଚାର

ଆମ ସମସ୍ତଙ୍କର ମନ ବେଳେବେଳେ ବ୍ୟସ୍ତ, ବିବ୍ରତ, ବିଚଳିତ ଓ ଅସ୍ଥିର ରହିଥାଏ। ଏହା ମୁଖ୍ୟତଃ କେତେକ କଠିନ ଓ ଚିନ୍ତାଜନକ ପରିସ୍ଥିତିରେ ଦେଖାଯାଇଥାଏ। ଯେତେବେଳେ ପରିସ୍ଥିତି…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

କାଲିଠୁ ନୌତପ ଆରମ୍ଭ; ତୁଳା ରାଶି ସମେତ ୪ରାଶିର ଫିଟିବ ଭାଗ୍ୟ, ଧନଲାଭ…

ସୂର୍ଯ୍ୟ ରୋହିଣୀ ନକ୍ଷତ୍ରରେ ପ୍ରବେଶ କରିବା ସମୟରେ ନୌତପ ଆରମ୍ଭ ହୁଏ। ନୌତପ ସମୟରେ, ନଅ ଦିନ ପ୍ରବଳ ଗରମ ସହ୍ୟ କରିବାକୁ ପଡ଼ିଥାଏ। ନୌତପ ମେ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri