ସୁଜୈନ୍‌ କହିଲେ, … ମୁଁ ଜଣେ ପୁଅ; ପୂର୍ବତନ ସ୍ବାମୀ ହ୍ରିତିକ ଦେଲେ ଏମିତି କମେଣ୍ଟ

ବଲିଉଡ୍‌ର ଲୋକପ୍ରିୟ ଅଭିନେତା ହ୍ରିତିକ୍‌ ରୋଶନ ଏବଂ ସ୍ତ୍ରୀ ସୁଜୈନ ଏବେ ଆଉ ଏକାଠି ରହୁ ନାହାନ୍ତି। ଉଭୟଙ୍କର ଛାଡପତ୍ର ପରେ ସେମାନେ ବହୁତ ଭଲ ବନ୍ଧୁ ହୋଇଛନ୍ତି। ଉଭୟ ଏକାଠି ସେମାନଙ୍କ ୨ ସନ୍ତାନର ଯତ୍ନ ନେଇଥାନ୍ତି। ଖାଲି ସେତିକି ନୁହେଁ, ସେମାନେ ସୋସିଆଲ ମିଡିଆରେ ପରସ୍ପରର ଫଟୋ ଏବଂ ଭିଡିଓ ଉପରେ ମନ୍ତବ୍ୟ ମଧ୍ୟ ରଖିଥାନ୍ତି। ଏମିତିରେ ଏବେ ପୁଣିଥରେ ହ୍ରିତିକ୍‌ ତାଙ୍କର ପୂର୍ବତନ ସ୍ତ୍ରୀ ସୁଜୈନଙ୍କ ଫଟୋରେ ପ୍ରତିକ୍ରିୟା ରଖିଛନ୍ତି।
ନିକଟରେ ସୁଜୈନ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ସେ କଳା ରଙ୍ଗର ଏକ ଜିନ୍ସ ସାଙ୍ଗକୁ ଧଳା ସାର୍ଟ ପିନ୍ଧିଛନ୍ତି। ଏହି ଫଟୋ ଶେୟାର କରି ସେ କ୍ୟାପଶନରେ ଲେଖିଛନ୍ତି, ବେଳେବେଳେ ମନେହୁଏ ମୁଁ ଜଣେ ପୁଅ, ବୁଧବାର ମୁଡ୍‌। ସୁଜୈନ୍‌ଙ୍କ ଏହି ଫଟୋ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଅନେକ ପ୍ରଶଂସକ ଏହି ଫଟୋକୁ ପସନ୍ଦ କରିବା ସହ କମେଣ୍ଟ ମଧ୍ୟ କରିଛନ୍ତି। ତେବେ ପୂର୍ବତନ ସ୍ବାମୀ ହ୍ରିତିକ୍‌ ମନ୍ତବ୍ୟରେ ଲେଖିଛନ୍ତି, ହା ହା ହା, ସୁନ୍ଦର ଫଟୋ। ହ୍ରିତିକ୍‌ଙ୍କ ଏହି ମନ୍ତବ୍ୟ ଲୋକଙ୍କୁ ବହୁତ ପସନ୍ଦ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri