ଚୁଲି ନିଆଁରେ ଜଳିଗଲେ

ବାରିପଦା ଅଫିସ,୪ା୯: କାଠ ଚୁଲିରେ ରୋଷେଇ କରୁଥିବା ବେଳେ ନିଆଁ ଲାଗି ସୁମୀ ବିନ୍ଧାଣୀ ନାମ୍ନୀ ଜଣେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କ ଘର ବାରିପଦା ସହର ୨୨ ନମ୍ବର ୱାର୍ଡ ହଦ୍‌ହଦି ସାହିରେ। ନିଆଁ ଲାଗିବା ଜାଣି ସୁମି ଚିତ୍କାର କରିବାରୁ ପଡ଼ୋଶୀ ଘର ଲୋକେ ଆସି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବା ସହ ବାରିପଦା ହସ୍ପିଟାଲରେ ଭର୍ତ୍ତି କରଥିଲେ। ତାଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିବା ବେଳେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ଗାଁରେ ସରକାରୀ ନିୟମକୁ ବେଖାତିର: ସ୍କୁଲକୁ ପିଲାଙ୍କୁ ଡକାଇ ଶିକ୍ଷକ ବାଣ୍ଟୁଛନ୍ତି ବହି, ସାମାଜିକ ଦୂରତାର ପ୍ରଶ୍ନ ନାହିଁ

ଓଡଗାଁ,୨୫।୪(ସ୍ବ.ପ୍ର.)- କରୋନା ମୁକାବିଲାକୁ ନେଇ ସମ୍ପ୍ରତି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପିଲାଙ୍କୁ ଘରେ ଘରେ ବୁଲି...

ଛେଣ୍ଡିପଦାରେ ଏକ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ, ୩୪ଶହରୁ ଅଧିକ ଗଛ ନଷ୍ଟ କଲା ବିଭାଗ

ଛେଣ୍ଡିପଦା,୧୨।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ ନୂଆତଇଲା ଗ୍ରାମ ନିକଟରେ ଗୁରୁବାର ଅବକାରୀ ବିଭାଗ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ...

ମନ୍ଦିର ଘଣ୍ଟିରେ ଝୁଲିଛି ଯୁବକଙ୍କ ମୃତଦେହ: କାରଣ ଅସ୍ପଷ୍ଟ

ତାଳଚେର,୧୦।୨(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର ଶିବମନ୍ଦିର ବୃଷଭ ନିକଟରେ ବନ୍ଧା ହୋଇଥିବା ଘଣ୍ଟିରେ ଝୁଲନ୍ତା ଅବସ୍ଥାରେ ଜଣେ...

କୋଟାରୁ ଫେରୁଛନ୍ତି ସୁବର୍ଣ୍ଣପୁରର ୩୭ଛାତ୍ରୀଛାତ୍ର

ସୋନପୁର,୨।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ଜଣ ଛାତ୍ରୀଛାତ୍ର ଘରକୁ ପେରୁଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷା ପରେ ଶନିବାର ମଧ୍ୟାହ୍ନ ୧୨ଟାରେ...

ମା’ସହ ୩ ବର୍ଷର ପୁଅକୁ ହତ୍ୟା

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ...

ମନ୍ଦିର ଗର୍ଭଗୃହକୁ ପଶିଲେ ଭକ୍ତ, ଆରଡ଼ିରେ ଅସନ୍ତୋଷ

ଆରଡ଼ି,୬ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହକୁ କିଛି ଭକ୍ତଙ୍କୁ ସେବାୟତମାନେ ଶନିବାର ପ୍ରବେଶ କରାଇଥିବା ଅନ୍ୟ କେତେ...

 ହୋମ୍‌ କ୍ୱାରାଣ୍ଟାଇନରେ ରହିଲେ କେଭିକେ ଅଧିକାରୀ

ଚିପିଲିମା,୧୫ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ଧନକଉଡା ବ୍ଲକ୍‌ ବସନ୍ତପୁର ପଞ୍ଚାୟତରେ ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ର(କେଭିକେ) କାର୍ଯ୍ୟାଳୟ ରହିଛି। ଲକ୍‌ଡାଉନ ସମୟରେ କେଭିକେର ୩ଜଣ ଅଧିକାରୀ ଭୁବନେଶ୍ବରରେ...

ପୌରପାଳିକାରେ ଖୋଲିଲା ୨୩ ୱାର୍ଡ ଅଫିସ: ଏଣିକି ସମସ୍ୟା ବୁଝିବେ ଓ୍ବାର୍ଡ ଅଫିସର

ଅନୁଗୋଳ ଅଫିସ,୧।୯ – ଅନୁଗୋଳ ଲୋକଙ୍କ ସମସ୍ୟା ବୁଝିବ ପୌର ପ୍ରଶାସନ। ଏଥିପାଇଁ ଶନିବାର ପୌରପାଳିକା ଅଧୀନରେ ଥିବା ୨୩ଟି ୱାର୍ଡ଼ରେ ଖୋଲା ଯାଇଛି ୱାର୍ଡ଼...

Advertisement
Archives

Model This Week