Posted inଖେଳ

ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ବକ୍ସିଂ: ଦୀପକ କୁମାର ଫାଇନାଲରେ

ନୂଆଦିଲ୍ଲୀ, ୨୭ା୨ (ପି.ଟି.)-ଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନ ଉଜ୍‌ବେକିସ୍ତାନର ସାଖୋବିଦ୍ଦିିିନ ଜୋଇରୋଭଙ୍କ ବିପକ୍ଷରେ ୪-୧ରେ ବିଜୟ ହାସଲ କରି ଏସିଆନ ଗେମ୍ସ ବିଜେତା ଦୀପକ କୁମାର (୫୨କେଜି) ବୁଲ୍‌ଗେରିଆର ସୋଫିଆଠାରେ ଚାଲିଥିବା ୭୨ତମ ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ବକ୍ସିଂ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଦୀପକଙ୍କର ଏହା ହେଉଛି ସବୁଠାରୁ ବଡ଼ ସ୍ମରଣୀୟ ବିଜୟ। ଜୋଇରୋଭ ୨୦୧୯ରେ ଭାରତର ଅମିତ ଫଙ୍ଗାଲଙ୍କୁ ପରାସ୍ତ କରି ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ଜିତିଥିଲେ। କୋଇରୋଭ ଏସିଆନ ଗେମ୍ସ ଏବଂ ଏହି ଚାମ୍ପିୟନଶିପ୍‌ରେ ରୌପ୍ୟ ବିଜେତା। ଗୁରୁବାର ପୂର୍ବରୁ ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲରେ ଦୀପକ ୫-୦ରେ ବୁଲଗେରିଆର ଦାରିସ୍ଲ୍ଳାମ ଭାସିଲେଭ୍‌ଙ୍କୁ ୫-୦ରେ ପରାସ୍ତ କରିଥିଲେ। ଅନ୍ୟପକ୍ଷରେ ମହିଳା ପ୍ରତିଯୋଗିତାରେ ପୂର୍ବତନ ଯୁବ ବିଶ୍ୱ ଚାମ୍ପିୟନ ଜ୍ୟୋତି ଗୁଲିଆ (୫୧କେଜି) ଓ ଭାଗ୍ୟବତୀ କାଚାରୀ (୭୫କେଜି) ସେମାନଙ୍କ ଲଢେଇରେ ହାରିଯାଇଛନ୍ତି। ସେମାନଙ୍କର ଏହି ପରାଜୟ ଦ୍ୱାରା ମହିଳା ବିଭାଗରେ ବିନା ପଦକରେ ଭାରତୀୟ ଅଭିଯାନ ଶେଷ ହୋଇଛି। ପୁରୁଷ ବିଭାଗରେ ମନଜିତ୍‌ ସିଂ (+୯୧କେଜି) ମଧ୍ୟ ଟୁର୍ନାମେଣ୍ଟରୁ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri