Posted inଜାତୀୟ

୨ ହାତ,୪ ଗୋଡ ସହ ଜନ୍ମ ନେଲା ଅଜବ ଶିଶୁ: ସମସ୍ତେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧୨।୧୧: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ମୁଜାଫରନଗର ବାସିନ୍ଦା ଇରଫାନଙ୍କ ସ୍ତ୍ରୀ ୬ ନଭେମ୍ବରରେ ଏକ ସନ୍ତାନ ଜନ୍ମ ଦେଇଥିଲେ, ଯାହାର ୪ ହାତ, ୪ ଗୋଡ ଏବଂ ୨ଟି ଗୁପ୍ତାଙ୍ଗ ଅଛି। ଏହି ଅସ୍ବାଭାବିକ ଶିଶୁକୁ ଚିକିତ୍ସା ପାଇଁ ମିରୁଟର ଲାଲା ଲଜପତ ରାୟ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁର ପିତା ଇରଫାନ କହିଛନ୍ତି, ନଭେମ୍ବର ୬ ରାତି ପ୍ରାୟ ସାଢେ ୩ଟା ବେଳେ ତାଙ୍କ ସ୍ତ୍ରୀ ଘରେ ପିଲାଟିକୁ ଜନ୍ମ ଦେଇଥିଲେ। ଏହି ଅଜବ ପିଲାକୁ ଦେଖିବା ପରେ ପରିବାର ସଦସ୍ୟ ଡରି ଯାଇଥିଲେ। ପରେ ସେ ପିଲାଟିକୁ ମୁଜାଫରନଗର ଜିଲା ଡାକ୍ତରଖାନାକୁ ନେଇଥିଲେ। ଡାକ୍ତରମାନେ ଶିଶୁଟିକୁ ମିରୁଟ ମେଡିକାଲ କଲେଜକୁ ପଠାଇଥିଲେ। ଏବେ ଶିଶୁଟି ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri