Posted inଫୁରସତ

ବିଚିତ୍ର ଫୁଲ

ଈଶ୍ୱର ଫୁଲଗୁଡ଼ିକୁ ଖୁବ୍‌ ସୁନ୍ଦର କରି ଗଢ଼ି ତୋଳିଛନ୍ତି। ଦୁନିଆରେ ଶହ ଶହ ପ୍ରକାରର ଫୁଲ ଫୁଟିଥାଏ। କିଛି ଫୁଲ ଏମିତି, ଯାହାକୁ ଦେଖିଲେ ଲୋକେ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। କବିମାନେ ଫୁଲ ଉପରେ ଅନେକ କବିତା ବି ଲେଖିଛନ୍ତି। ଖାସ୍‌ କରି ଫୁଲର ସୌନ୍ଦର୍ଯ୍ୟରେ ମହିଳାମାନେ ଏତେ ମୁଗ୍ଧ ହୋଇଯାଆନ୍ତି ଯେ, ସେଗୁଡ଼ିକୁ ନେଇ ମୁଣ୍ଡରେ ଖୋସି ଥାଆନ୍ତି। ମାତ୍ର କିଛି ଫୁଲ ଅଛି, ଯାହା ଦେଖିବାକୁ ଅତି ବିଚିତ୍ର। ସେଥିମଧ୍ୟରୁ ବିଶାଳକାୟ ପଦ୍ମ ହେଉଛି ଅନ୍ୟତମ। ये फूल सुमात्रा के रेनफॉरेस्ट इलाकों में पाया जाता है. इसे जायंट पदमा (giant padma) भी कहते हैं. ये एक परजीवी पौधा इस पौधे में कोई तना, पत्तियां या जड़ें नहीं होती हैं. इसके फूल (Rafflesia arnoldii) देखने में बेहद गंदे होते हैं और परागन या पॉलीनेशन करने के लिए ये कीड़ों को बेहद गंदी गंध से अपनी ओर आकर्षित करते हैं. (फोटो: Canva)

ଏହି ଫୁଲ ସୁମାତ୍ରାର ବର୍ଷା ଜଙ୍ଗଲ ଅଞ୍ଚଳରେ ଦେଖାଯାଏ। ଏହା ଏକ ପରଜୀବୀ ଉଦ୍ଭିଦ। ଏହି ଉଦ୍ଭିଦର କୌଣସି ମୂଳ, ପତ୍ର କିମ୍ବା ଚେର ନାହିଁ। ଏହି ଫୁଲ ଦେଖିବାକୁ ଖୁବ୍‌ ବିଚିତ୍ର। ଏହାର ଗନ୍ଧରେ ପାଖକୁ ଯାଇହେବ ନାହିଁ। ମାତ୍ର କିଛି କୀଟ ଏହି ଗନ୍ଧରେ ଏହି ଫୁଲଆଡ଼କୁ ଆକର୍ଷିତ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri