Posted inଫୁରସତ

ଅଜବ ଚୋର

ଚୋରିର ଏକ ଅଜବ ଘଟଣା ନିକଟରେ ଦେଖିବାକୁ ମିଳିଛି। ପେରୁରେ ତିନିଜଣ ଚୋର ଏକ ଶୋ’ରୁମ୍‌ରେ ରାତି ସାଢେ ତିନିଟାରେ ଲକ୍‌ ଭାଙ୍ଗି ପଶିଲେ। ଆଉ ବ୍ରାଣ୍ଡେଡ୍‌ ଜୋତାର ୨୦୦ରୁ ଉର୍ଦ୍ଧ୍ୱ ବାକ୍ସ ଉଠେଇ ନେଇଗଲେ। ସେହି ବାକ୍ସରେ ଭିନ୍ନ ଭିନ୍ନ ନାମୀ ଦାମୀ ବ୍ରାଣ୍ଡର ଜୋତା ଥିଲା। ଯାହାର ମୂଲ୍ୟ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଥିଲା। ହେଲେ ପରେ ଚୋରମାନେ ଜାଣିବାକୁ ପାଇଲେ ସେସବୁ ବାକ୍ସରେ ଗୋଟିଏ ଗୋଡର ହିଁ ଜୋତା ଥିଲା। ଯାହାକି କୌଣସି କାମର ନୁହେଁ। ଏମିତିରେ ଦୋକାନୀ ତ କ୍ଷତିରେ ପଡିଲେ। ତା’ସହ ଚୋରମାନଙ୍କ ପରିଶ୍ରମ ବି ବୃଥା ଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri