Posted inଫୁରସତ

ବିଚିତ୍ର ଗଛ: ଦେଖିଲେ ଆଶ୍ଚର୍ଯ୍ୟ ହେବେ

ଆମ ଜୀବନରେ ଗଛ ଏବଂ ଉଦ୍ଭିଦଗୁଡ଼ିକର ମହତ୍ତ୍ୱ ରହିଛି। ଗଛ ସାହାଯ୍ୟରେ ଆମେ ବାୟୁ, ବର୍ଷା ଏବଂ ଖାଦ୍ୟ ପାଇଥାଉ। ପରିବେଶକୁ ସଫା ରଖିବାରେ ମଧ୍ୟ ଗଛଗୁଡ଼ିକ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ଦୁନିଆରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି, ଯାହା ଆକାର ଏବଂ ସୌନ୍ଦର୍ଯ୍ୟ ଦୃଷ୍ଟିରୁ ପରସ୍ପରଠାରୁ ସମ୍ପୂର୍ଣ୍ଣ ଭିନ୍ନ। କେତେକ ସୁନ୍ଦର ଏବଂ ଅଜବ ମଧ୍ୟ। କେତେକ ଗଛରୁ ଅନେକ ପ୍ରକାରର ଗୁଣ ମିଳିଥାଏ। ଆମମାନଙ୍କ ମଧ୍ୟରୁ ଅନେକଙ୍କର ଗଛ ପାଇଁ ଏକ ଭଲପାଇବା ଅଛି। ସମସ୍ତେ ଗଛର ଫଳ ଏବଂ ଫୁଲକୁ ପସନ୍ଦ କରନ୍ତି। ଅନ୍ୟପକ୍ଷରେ ପୃଥିବୀରେ ଏମିତି କିଛି ବିଚିତ୍ର ଗଛ ଅଛି, ଯାହା ସମ୍ପର୍କରେ କ୍ୱଚିତ୍‌ ଲୋକ ଜାଣିଛନ୍ତି। ତେବେ ଜାଣନ୍ତୁ ଏପରି ଅଜବ ତଥା ବିଚିତ୍ର ଗଛ ସମ୍ପର୍କରେ…

ଡ୍ରାଗନ ଟ୍ରି:

ଡ୍ରାଗନ ଟ୍ରି ସାଧାରଣ ଗଛଠାରୁ ବିଚିତ୍ର ଦେଖାଯାଏ। ଏହାର ଆକାର କିଛି ଛତା ପରି ଦେଖାଯାଇଥାଏ। ଏହି ଗଛ ମୁଖ୍ୟତଃ କେନେରୀ ଆଇଲ୍ୟାଣ୍ଡରେ ଦେଖିବାକୁ ମିଳିଥାଏ। ଏଠାରେ ରହୁଥିବା ଲୋକେ କୁହନ୍ତି, ଏହି ଗଛର ଅନେକ ଧାର୍ମିକ ମହତ୍ତ୍ୱ ରହିଛି। କେନେରୀ ବ୍ୟତୀତ ଏହି ଗଛ ମେକ୍ସିକୋର କିଛି ଭାଗରେ ମଧ୍ୟ ଦେଖାଯାଇଥାଏ। ଏହି ଗଛ ୬୫୦ରୁ ୧୦୦୦ ବର୍ଷ ପର୍ଯ୍ୟନ୍ତ ବଞ୍ଚିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗିରିପାଲିରେ ଡବଲ ମର୍ଡର: ଚେନ କ୍ରାଙ୍କ ମାଡ଼ରେ ଚାଲିଗଲା ୨ ଜଣଙ୍କ ଜୀବନ

ସମ୍ବଲପୁର,୮।୬(ପ୍ରମୋଦ ବହିଦାର): ସମ୍ବଲପୁର ଶାସନଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ମା’ ଓ ଝିଅଙ୍କୁ ବୀଭତ୍ସ ହତ୍ୟା ଭଳି ଏକ ଚାଞ୍ଚଲ୍ୟକର ଘଟଣାର ଖବର ମିଳିଛି। ତେବେ ପୂର୍ବ…

କ୍ରାଇମ୍‌ବ୍ରାଞ୍ଚ ସ୍କାନର୍‌ରେ ଗଙ୍ଗଓ୍ବାର

ଭୁବନେଶ୍ୱର, ୮ା୬ (ତ୍ରିନାଥ ମହାନ୍ତି) ବାଲିଅନ୍ତା ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମ୍‌ ବ୍ରାଞ୍ଚ(ସିବି) ସ୍କାନରକୁ ଆସିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଦୟାଲ ଗଙ୍ଗଓ୍ବାର। ତାଙ୍କ ଘରେ…

୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି

ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍‌କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ…

ବକୁଳବନ ଢାଞ୍ଚାରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର/ଖୋର୍ଦ୍ଧା, ୮।୬ (ରବିନାରାୟଣ ଜେନା/ ପ୍ରଭାତ ପାଣିଗ୍ରାହୀ) ରାଜ୍ୟରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଏବଂ ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇ ଦେବାପାଇଁ ରାଜ୍ୟ ସରକାର…

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ…

ବିକାଶ ବନାମ ଭବିଷ୍ୟତ

ଜୁନ୍‌ ୫ରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ପ୍ରକୃତି ଓ ପରିବେଶକୁ ସୁରକ୍ଷିତ ରଖିବା ଲାଗି ଅନେକ ସ୍ଥାନରେ ବହୁବିଧ ପଦକ୍ଷେପ ନେବା ଲାଗି ନିଷ୍ପତ୍ତି…

ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ…

ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri