ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଓ ବହିଷ୍କାର ଦାବି ସମେତ ବିଭିନ୍ନ ଦାବି ନେଇ ଅକ୍ଟୋବର ୮ ତାରିଖରେ ଓଡିଶା ବନ୍ଦ କୁ ସଫଳ କରିବା ପାଇଁ ଆଜି ଇଣ୍ଡିଆ ମେଣ୍ଟ ପକ୍ଷରୁ ଏକ ପଥ ପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି ।

ଗୁରୁବାର ସମସ୍ତ ଦୋକାନ ବଜାର ବନ୍ଦ କରି ଜନ ସାଧାରଣ ସହଯୋଗ କରିବା ଲାଗି ଏହି ପଥ ପ୍ରାନ୍ତ ସଭା ମାଧ୍ୟମରେ ସଚେତନତା କରାଯାଇଥିଲା । ଏହି ସଭାରେ ଛତ୍ରପୁରର ପୂର୍ବତନ ବିଧାୟକ ଏନ. ନାରାୟଣ ରେଡ୍ଡୀ, ସିପିଆଇ ରାଜ୍ୟ ସହ ସମ୍ପାଦକ ନୀଳକଣ୍ଠ ଦାଶ, ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକର ଜିଲା ସହ ସମ୍ପାଦକ ସନ୍ତୋଷ କୁମାର ସାହୁ, କଂଗ୍ରେସ ନେତା ଡ଼ି. ରାମସ୍ୱାମୀ ରେଡ୍ଡୀ, ସିପିଆଇ ନେତା ସି. ଏଚ. ଜନାର୍ଦ୍ଦନ ରେଡ୍ଡୀ, ଏନ. ଗିରିଜା ପ୍ରସାଦ ରେଡ୍ଡୀ, ଚିଙ୍କାରା ବେହେରା, ଛାତ୍ର ନେତା ଚକ୍ରପାଣି ପଲେଇଙ୍କ ସମେତ ବହୁ ନେତା ଓ କର୍ମୀମାନେ ଯୋଗ ଦେଇଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?