ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ ନିକଟରେ ଲାଗିଥିବା ବିଦ୍ୟୁତ ଖୁଣ୍ଟରେ ଲାଇଟ୍‌ ଜଳୁଥିବା ବେଳେ ଭାରତୀ ବିଦ୍ୟାପୀଠ ସ୍କୁଲ ସାଇଡ ଲାଇଟ ଜଳୁନି l ବର୍ତ୍ତମାନ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ବ୍ଲକ ଅଞ୍ଚଳର ସମସ୍ତ ହାଇସ୍କୁଲ ସେଣ୍ଟର ଗୁଡିକର ବୋର୍ଡ ପରୀକ୍ଷା ଦେଉଥିବା ପିଲାଙ୍କ ପେପର ଭାରତୀ ବିଦ୍ୟାପୀଠ ହାଇସ୍କୁଲ ଷ୍ଟ୍ରଙ୍ଗ ରୁମରେ ରହୁଛି ।

ସ୍କୁଲ ପରିସର ଅନ୍ଧାର ଯୋଗୁ କେତେବେଳେ କଣ ଘଟିବ କହିହେଉନାହିଁ। ଆଉ ଦିନ କେଇଟା ପରେ ସହରରେ ଦୋଳ ପୂର୍ଣ୍ଣମୀ ଯାତ୍ରା ଅନୁଷ୍ଠିତ ହେବାକୁ ଥିବା ବେଳେ ସହର ଆଲୋକୀକରଣ ହେଉନାହିଁ। ମାତ୍ର କିଛି ସାହିର ବାରିପଟ ରୋଡ଼ରେ ନୁଆ ଷ୍ଟ୍ରିଟ ଲାଇଟ୍‌ ବ୍ୟବସ୍ଥା ଚାଲିଥିବା ଦେଖିବାକୁ ମିଳିଛି । ବୁଦ୍ଧିଜୀବୀଙ୍କ କହିବା ଅନୁସାରେ ଅନ୍ଧାର ଯେଉଁଠି ଲାଗୁ ଆମେ ସ୍ବାଗତ କରୁଛୁ କିନ୍ତୁ ଜନଗହଳିପୂର୍ଣ୍ଣ ମାର୍କେଟରେ କାହିଁକି ଲାଇଟ ଲାଗୁ ନାହିଁ ତାହା ଆଲୋଚନାର ବିଷୟ ପାଲଟିଛି । ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳ ବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri