Posted inଜାତୀୟ

ଆତଙ୍କବାଦୀ ଆକ୍ରମଣର ଧମକ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଶିମଲା,୨୩ ।୧୧: ହିମାଚଳ ପ୍ରଦେଶ ଶିମଲା ରେଲୱେ ଷ୍ଟେଶନର ଅଥରିଟି କାଲକା-ଶିମଲା ରେଲୱେରେ ସୁରକ୍ଷା କଡାକଡି କରିଛନ୍ତି । ଚଳିତ ମାସ ଆରମ୍ଭରେ କିଛି ଆତଙ୍କବାଦୀ ସଙ୍ଗଠନ ଦ୍ୱାରା ମନ୍ଦିର ଓ ରେଲୱେ ଷ୍ଟେଶନରେ ଆକ୍ରମଣ କରିବାର ଧମକ ଦେବା ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବିଶେଷ ସୂତରୁ ମିଳିଥିବା ସୂଚନାରୁ ଜଣାପଡିଛି । ଯେକୌଣସି ମୁହୂର୍ତ୍ତରେ ହେବାକୁ ଯାଉଥିବା ଆତଙ୍କବାଦୀ ଆକ୍ରମଣକୁ ଏଡାଇବା ପାଇଁ ଏଭଳି ବ୍ୟବସ୍ଥା କରାଯାଇଛି ।
ଶିମଲା ରେଲୱେ ଷ୍ଟେଶନର ଷ୍ଟେଶନ ସୁପରିଟେଣ୍ଡେଣ୍ଟ ଯୋଗୀନ୍ଦର ସିଂ କହିଛନ୍ତି ନିକଟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏକ ବୈଠକ ଆୟୋଜନ କରାଯାଇଥିଲା । ଏହାପରେ ଷ୍ଟେଶନରେ ସୁରକ୍ଷା କଡାକଡି କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ତେବେ ଟ୍ରେନ୍ ଭିତରେ ଓ ବାହାରେ ଚେକିଂ ସମୟରେ ଯାତ୍ରୀମାନେ ବି ସେହଯୋଗ କରୁଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲାଲୁ ଯାଦବ ଗୁରୁତର, ପ୍ରାର୍ଥନା ପାଇଁ ଅନୁରୋଧ କଲେ ରାବ୍ରି…

ପାଟନା, ୭।୭ : ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ଲାଲୁ ଯାଦବଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର। ବିଳମ୍ବିତ ରାତିରେ ତାଙ୍କୁ ଦିଲ୍ଲୀର ଏମ୍ସ୍‌ରେ ଭର୍ତ୍ତି...

ଅଯୋଧ୍ୟାରେ ମସ୍‌ଜିଦ୍‌ ନିର୍ମାଣ ପାଇଁ ଏହି ସନ୍ଥ ଦାନ କରିବେ ପ୍ରଥମ ରୂପା ଇଟା

ଅଯୋଧ୍ୟା,୧୨।୮: ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ମନ୍ଦିରର ଶିଳାନ୍ୟାସ ପରେ ଏବେ ମସ୍‌ଜିଦ୍‌ ନିର୍ମାଣ ଉପରେ ବିଚାର କରାଯାଉଛି। ରାମ ମନ୍ଦିର...

ପ୍ରାଇଭେଟ୍‌ ସ୍କୁଲ ଫି ଚାପରେ ଅତିଷ୍ଠ ହୋଇ ୪୩ ହଜାରରୁ ଅଧିକ ଛାତ୍ରୀଛାତ୍ର କଲେ ଏପରି…

ଗୁଡ଼ଗାଓଁ, ୨୭।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛ। ଏପରିସ୍ଥଳେ ସମସ୍ତ ସ୍କୁଲ ବନ୍ଦ ରହିଛି। ତେବେ ପ୍ରାଇଭେଟ୍‌...

୮ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ  ୭ ହଜାର...

ମୋଦି ସରକାରଙ୍କୁ ଝଟ୍‌କା: ଧାର୍ଯ୍ୟ ବିକାଶ ହାର କମାଇଲା ବିଶ୍ୱବ୍ୟାଙ୍କ

ଓ୍ବାଶିଂଟନ,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ବିଶ୍ୱବ୍ୟାଙ୍କ ଏକ ଝଟ୍‌କା ଦେଇଛି। ମୋଦି ସରକାରଙ୍କ ପକ୍ଷରୁ ୨୦୨୧ ପାଇଁ ଧାର୍ଯ୍ୟ କରାଯାଇଥିବା ବିକାଶ ହାରକୁ ବିଶ୍ୱବ୍ୟାଙ୍କ...

ଦିଲ୍ଲୀ ଜଗଜୀବନ ହସ୍ପିଟାଲର ଡାକ୍ତର ସମେତ ୭ଜଣ ଷ୍ଟାଫ୍‌ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଶୁକ୍ରବାର ଦିଲ୍ଲୀ ବାବୁ ଜଗଜୀବନ ରାମ ହସ୍ପିଟାଲର ଡାକ୍ତର ସମେତ ୭ଜଣ ଷ୍ଟାଫ୍‌ କରୋନାରେ...

ଗଲଓ୍ବାନ ଘାଟି ଯିବେ ୩୦ ଜଣିଆ ସଂସଦୀୟ ପ୍ରତିରକ୍ଷା କମିଟି

ନୂଆଦିଲ୍ଲୀ,୧୩।୨: ପୂର୍ବ ଲଦାଖର ଗଲଓ୍ବାନ ଘାଟି ଏବଂ ପୋଙ୍ଗଙ୍ଗ ହ୍ରଦ ଗସ୍ତରେ ସଂସଦୀୟ ଦଳ ଯିବେ। ଏନେଇ ଶନିବାର ସଂସଦୀୟ ପ୍ରତିରକ୍ଷା କମିଟି ଅଧ୍ୟକ୍ଷ ଜୁଏଲ୍‌...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ଶିକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିରେ ଏପର୍ଯ୍ୟନ୍ତ ପେଟ୍ରୋଲିୟନ ମନ୍ତ୍ରଣାଳୟ ଦାୟିତ୍ୱରେ ଥିବା ରାଜ୍ୟସଭା ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ବିଭାଗ ମିଳିଛି। ତାଙ୍କ...

Advertisement
Archives

Model This Week