ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରେ ଭିଟାମିନ୍‌ ‘ଡି’

ଭିଟାମିନ୍‌ ‘ଡି’ର ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ରହିଛି। ଏହାଦ୍ୱାରା ଆମ ଶରୀରରେ ଥିବା ରୋଗ ପ୍ରତିରୋଧକ ଶକ୍ତି ଆହୁରି ଦୃଢ଼ ହୋଇଥାଏ। ଶରୀରରେ ଏହି ଭିଟାମିନ୍‌ ପରିମାଣ ସନ୍ତୁଳିତ ରହିଲେ ତାହା ମସ୍ତିଷ୍କକୁ ଆହୁରି ସକ୍ରିୟ କରାଇଥାଏ। କେବଳ ସେତିକି ନୁହେଁ ସ୍ନାୟୁଜନିତ ସମସ୍ୟାକୁ ମଧ୍ୟ କେତେକାଂଶରେ ଦୂର କରେ ଭିଟାମିନ୍‌ ‘ଡି’। ସବୁଠାରୁ ଖାସ୍‌ କଥା ହେଲା, ହୃଦ୍‌ଜନିତ ରୋଗୀଙ୍କ ପାଇଁ ଏହିଜାତୀୟ ଖାଦ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଡାଇବେଟିସ୍‌ ରୋଗୀଙ୍କ ଶରୀରରେ ଏହି ଭିଟାମିନ୍‌ ଇନ୍‌ସୁଲିନ୍‌ ସ୍ତରକୁ ସନ୍ତୁଳିତ ରଖିଥାଏ। ଶରୀରରେ କ୍ୟାଲ୍‌ସିୟମ ପରିମାଣକୁ ଠିକ୍‌ ରଖିବାର ପ୍ରମୁଖ ଉତ୍ସ ହେଲା ଭିଟାମିନ୍‌ ‘ଡି’। ଏହା ଶରୀରରେ ଫସଫରସ ସ୍ତରକୁ ସନ୍ତୁଳିତ ରଖିଥାଏ। ସୂର୍ଯ୍ୟକିରଣରେ ଏହି ଭିଟାମିନ ପରିମାଣ ଭରି ରହିଛି। ତେଣୁ ଜଣେ ବ୍ୟକ୍ତି ସକାଳୁ କିଛି ସମୟ ସୂର୍ଯ୍ୟକିରଣରେ ଠିଆ ହେଲେ ତାହା ସ୍ବାସ୍ଥ୍ୟ ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri