Posted inଜାତୀୟ

ସର୍ବସାଧାରଣଙ୍କ ସମ୍ପତ୍ତି ନଷ୍ଟ କରୁଥିବା ରାଜନୈତିକ ଦଳ ବିରୋଧରେ ହେଉ କଡ଼ା କାର୍ଯ୍ୟାନୁଷ୍ଠାନ…

ଚେନ୍ନାଇ,୨୯।୯: ପ୍ରଦର୍ଶନ ସମୟରେ ସର୍ବସାଧାରଣଙ୍କ ସମ୍ପତ୍ତିକୁ ନଷ୍ଟ କରିବା ଦୋଷାବହ। ଏଭଳି କରୁଥିବା ରାଜନୈତିକ ଦଳଗୁଡ଼ିକ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଜରୁରୀ ବୋଲି ମାଡ୍ରାସ୍‌ ହାଇକୋର୍ଟଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ୨୦୧୩ରେ ରାଜନୈତିକ ଦଳ ପାଟ୍ଟଲି ମାକ୍କାଲ କାଚି (ପିଏମ୍‌କେ) ଦ୍ୱାରା ପ୍ରଦର୍ଶନ ସମୟରେ ହୋଇଥିବା ସର୍ବସାଧାରଣ ସମ୍ପତ୍ତି ନଷ୍ଟ ସମ୍ପର୍କିତ ମାମଲାର ବିଚାର କରି କୋର୍ଟ ଏଭଳି କହିଛନ୍ତି।

ତାମିଲନାଡୁର ସର୍ବସାଧାରଣ ଅଧିନିୟମ-୧୯୯୨ ଅର୍ନ୍ତଗତ ଏନେଇ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋର୍ଟଙ୍କ ପକ୍ଷରୁ କୁହାଯାଇଛି। ପ୍ରଦର୍ଶନ ସମୟରେ ବହୁ ସରକାରୀ ବସ୍‌ ଏବଂ ସର୍ବସାଧାରଣ ସମ୍ପତ୍ତି ନଷ୍ଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri