ଏଣିକି ବୟସ ଜାଲିଆତି କଲେ କଡ଼ା କାର୍ଯ୍ୟାନୁଷ୍ଠାନ, ମନ୍ତ୍ରୀ କହିଲେ ବିଭାଗୀୟ ଅଧିକାରୀଙ୍କୁ…

ଭୁବନେଶ୍ୱର,୫ା୯: ବୟସ ଜାଲିଆତି ପ୍ରସଙ୍ଗରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ବୟସ ଜାଲିଆତି କଲେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଶେଷକରି ଭତ୍ତା ପାଇଁ ବୟସ ଜାଲିଆତି କରୁଥିବା ଲୋକଙ୍କ ଉପରେ ତର୍ଜମା ଚାଲିଛି। ତନ୍ନ ତନ୍ନ ଯାଞ୍ଚ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯିଏ ଭତ୍ତା ପାଇବାକୁ ଯୋଗ୍ୟ ତାଙ୍କୁ ଚିହ୍ନଟ କରାଯାଇ ଭତ୍ତା ଦିଆଯିବ। ଅଯୋଗ୍ୟ ହିତାଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri