ଦ୍ରୁତ ଗାଡ଼ିଚାଳକଙ୍କ ପ୍ରତି ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଗଞ୍ଜାମ,୧୮ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଦିନକୁ ଦିନ ଟ୍ରଫିକ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ସହରରେ ଦେଖାଦେଇଥିବା ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ଗଞ୍ଜାମ ପ୍ରେସ୍‌କ୍ଲବ ଓ ଥାନା ପୋଲିସ ମଧ୍ୟରେ ସୋମବାର ଆଲୋଚନା ହୋଇଥିଲା। ଏଥିପାଇଁ ଥାନା ପକ୍ଷରୁ ପଦକ୍ଷେପ ନିଆଯିବା ପାଇଁ ବ୍ୟବସ୍ଥା କରାଯିବା ନେଇ ନୂତନ ଥାନା ଅଧିକାରୀ ସୁମିତ୍ରା ପାତ୍ର ସୂଚନା ଦେଇଛନ୍ତି। ପ୍ରାଥମିକତା ଭାବେ ଏନେଇ ଲୋକଙ୍କୁ ସଚେତନତା କରାଯିବ। ପରବର୍ତ୍ତୀ ସମୟରେ ଯଦି ଲୋକମାନେ ନିୟମ ନମାନି ରାସ୍ତା ଉପରେ ବାଇକ୍‌ ରଖନ୍ତି
ତେବେ ବାଇକ୍‌ ଚାଳକଙ୍କଠାରୁ ଜରିମାନା ଆଦାୟ କରାଯିବl ସହ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ପକ୍ଷରୁ ସୂଚନା ମିଳିଛି। ଏଥିସହ ଦ୍ରୁତ ଗାଡ଼ିଚାଳକଙ୍କ ପାଇଁ ମଧ୍ୟ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ। ବିଶୃଙ୍ଖଳାକାରୀଙ୍କୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ଆଇଆଇସି।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri