Posted inଜାତୀୟ

ଦେଶର ଏକତା, ଅଖଣ୍ଡତା ପ୍ରତି ବିପଦ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବ କଡ଼ା କାର୍ଯ୍ୟନୁଷ୍ଠାନ: ମନୋଜ ସିହ୍ନା

ଶ୍ରୀନଗର,୨୧।୮: ଆତଙ୍କବାଦୀ କାର୍ଯ୍ୟକଳାପରେ ଜଡିତ ଥିବା ବ୍ୟକ୍ତିଙ୍କ ବିରୋଧରେ ପ୍ରଶାସନ ଉପଯୁକ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦ୍ୱିଧା କରିବ ନାହିଁ କାରଣ ସମ୍ବିଧାନ ମଧ୍ୟ ଅନୁମତି ଦେଇଛି ବୋଲି ଜମ୍ମୁ କଶ୍ମୀର ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା କହିଛନ୍ତି।
ସିହ୍ନା କହିଛନ୍ତି, ଯେଉଁମାନେ ଅଖଣ୍ଡତା ତଥା ସାର୍ବଭୌମତ୍ୱ ପ୍ରତି ବିପଦ ସୃଷ୍ଟି କରିବାରେ ଜଡିତ ଅଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆମ ସରକାରଙ୍କ ପ୍ରାଥମିକତା। ବେଆଇନ ଉପାୟରେ ସରକାରୀ ଚାକିରୀ ହାସଲ କରିଛନ୍ତି। ଆମ ସରକାରଙ୍କ ପ୍ରାଥମିକତା ହେଉଛି ଆତଙ୍କବାଦୀ କାର୍ଯ୍ୟକଳାପରେ ଜଡିତ ଅଛନ୍ତି ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା।
ଆତଙ୍କବାଦକୁ ସମର୍ଥନ କରିବା ଅଭିଯୋଗରେ ଜେ ଆଣ୍ଡ କେ ବ୍ୟାଙ୍କର ମୁଖ୍ୟ ପରିଚାଳକ ସାଜଜାଦ ବଜାଜଙ୍କୁ ବରଖାସ୍ତ କରିବାର ଗୋଟିଏ ଦିନ ପରେ ଏଲଜିଙ୍କ ବିବୃତ୍ତି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri