‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ। ଘଟଣାକୁ ଗୁରୁତ୍ୱର ସହ ନେଇ ଓଡ଼ିଶା ସରକାର କଡ଼ା ସତର୍କତା ଜାରି କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଡିଜିପି ଓ ଆଇଜି, ଗୁପ୍ତଚର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

ଏନେଇ ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କ ପାଇଁ ସତର୍କ ସୂଚନା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ ସମ୍ବନ୍ଧୀୟ ସୂଚନା ସୋସିଆଲ ମିଡିଆରୁ ଲିକ୍‌ ହେଉଥିବାରୁ ସରକାରଙ୍କ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri