ଭାରତୀୟ ଭାରିଆଣ୍ଟ୍‌ ଶବ୍ଦ ବ୍ୟବହାର ନ କରିବାକୁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମକୁ କଡ଼ା ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଏପରିସ୍ଥଳେ ସୋସିଆଲ୍‌ ମିଡ଼ିଆରେ ଭାରତୀୟ ଭାରିଆଣ୍ଟ୍‌ ଶବ୍ଦର ବ୍ୟବହାର ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ଦେଶର ଭାବମୂର୍ତ୍ତି ଉପରେ ନକାରାତ୍ମ ପ୍ରଭାବ ପଡୁଥିବା ସରକାର କହିଛନ୍ତି। କରୋନା ଭୂତାଣୁ ବିଷୟରେ ସୋସିଆଲ ମିଡ଼ିଆରେ ହେଉଥିବା ଭ୍ରମାତ୍ମକ ପ୍ରଚାରକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ଆଇଟି ମନ୍ତ୍ରଣାଳୟ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତୀୟ ଭାରିଆଣ୍ଟ୍‌ ଶବ୍ଦ ଶୀଘ୍ର ସୋସିଆଲ ମିଡ଼ିଆ କଣ୍ଟେଟ୍‌ରୁ ହଟାଇ ନେବାକୁ ଆଇଟି ମନ୍ତ୍ରଣାଳୟ ପକ୍ଷରୁ ଆଡ଼ଭାଇଜରୀ ଜାରି କରାଯାଇଛି। ଏଭଳି ଶବ୍ଦର ବ୍ୟବହାର ସମ୍ପୂର୍ଣ୍ଣ ଭୁଲ। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମଧ୍ୟ ଏଭଳି ଶବ୍ଦର ପ୍ରୟୋଗ କରାଯାଉ ନ ଥିବା ଆଇଟି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ତେବେ ସୋସିଆଲ ମିଡ଼ିଆରେ ପ୍ଲାଟଫର୍ମରେ ଏଭଳି ଶବ୍ଦକୁ ଖୋଜି ଖୋଜି ହଟାଇବା କଷ୍ଟକର ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri