‘ହିଂସା ଦୂର ପାଇଁ କଠୋର ପଦକ୍ଷେପ ଲୋଡ଼ା’

ଓ୍ବାଶିଂଟନ,୧୫ା୫: ନ୍ୟୁୟର୍କର ସୁପର ମାର୍କେଟରେ ବୋମା ବିସ୍ଫୋରଣ ହେବା ଘଟଣା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପୁଣି ଥରେ ଚକିତ କରିଛି। ଏଭଳି ହିଂସାକୁ ଦୂର କରିବା ପାଇଁ ଯଥାଶୀଘ୍ର କଠୋର ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ ବୋଲି ରାଷ୍ଟ୍ରପତି କହିଛନ୍ତି। ଏହି ଘଟଣାରେ ନିହତ ହୋଇଥିବା ୧୦ଜଣଙ୍କ ପରିବାର ପ୍ରତି ସେ ସମବେଦନା ଜଣାଇଛନ୍ତି। ରାଷ୍ଟ୍ରପତି ବାଇଡେନ ଏହାକୁ ଘରୋଇ ଆତଙ୍କବାଦ ବୋଲି କହିଛନ୍ତି। ଶନିବାର ବଫାଲୋ ସିଟିର ସୁପର ମାର୍କେଟରେ  ଜଣେ ପାଗଳ ବ୍ୟକ୍ତି ଅନଭିଜ୍ଞ ଭାବରେ ଗୁଳି ଚଳାଇ ୧୦ ଜଣଙ୍କୁ ହତ୍ୟା କରିଥିଲେ।

ଏକ ବିବୃତ୍ତିରେ ବାଇଡେନ କହିଛନ୍ତି। ସେହି ସମସ୍ତ ସାଧାରଣ ନାଗରିକଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି। ଯାହାର ଜୀବନ ଯାଇଛି କିମ୍ବା ଏହି ଭୟଙ୍କର ଗୁଳିରେ ଆହତ ହୋଇଛନ୍ତି,ସେମାନଙ୍କୁ ମୋର ଏହି ସମବେଦନା। ଯେଉଁମାନେ ସାହସ ପ୍ରଦର୍ଶନ କରିଥିଲେ ସେମାନଙ୍କ ବିଷୟରେ ମଧ୍ୟ ବିବୃତ୍ତିରେ ଦର୍ଶାଯାଇଛି। ରାଷ୍ଟ୍ରପତି କହିଛନ୍ତି, ସେ ଏବଂ ଦେଶର ପ୍ରଥମ ମହିଳା ହୃଦୟରୁ ତଥା ଦେଶବାସୀଙ୍କ ପକ୍ଷରୁ ଏହି ସମସ୍ତ ଲୋକଙ୍କୁ ସମବେଦନା। ଏହି କଷ୍ଟ ସମୟରେ ସମଗ୍ର ଦେଶ ଏବଂ ଏହାର ନାଗରିକମାନେ ସେମାନଙ୍କ ସହ ଛିଡ଼ା ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri