ଅଧିକାରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ: ବଦଳି ଆଦେଶ ନ ମାନିଲେ କାଲିଠୁ ଦରମା ବନ୍ଦ

ଭୁବନେଶ୍ୱର,୨୦।୭: ବଦଳି ଆଦେଶ ମାନୁ ନ ଥିବା ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗର କଡ଼ା ଆଭିମୁଖ୍ୟ ଦେଖାଇଛି। ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନ ଦେଲେ କାଲିଠୁ ଦରମା ବନ୍ଦ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଅର୍ଥ ବିଭାଗର ତିନି ତିନି ଥର ନିର୍ଦ୍ଦେଶକୁ ଫୁ’ ପରେ ଅର୍ଥ ବିଭାଗ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ରିମାଇଣ୍ଡର ଓ ଚେତାବନୀ ବି ପ୍ରଭାବହୀନ ହୋଇଥିବାରୁ ପଦକ୍ଷେପ ନିଆଯାଇଥିବା ଅର୍ଥ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆସାମରେ ବନ୍ୟା ବିଭୀଷିକା

ଗୁଆହାଟୀ,୨୧ା୭: ଉପର ଆସାମରେ ବନ୍ୟା ସ୍ଥିତି ଉତ୍କଟ ହୋଇଛି। ୭ ଜିଲାରେ ୫୭,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଚା’ ବଗିଚାଗୁଡ଼ିକ ପାଣିରେ ବୁଡ଼ିଯାଇଛି। ଲଗାଣ ବର୍ଷା…

ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାଗିଲେ ଏସବୁ ରିପୋର୍ଟ

ନୂଆଦିଲ୍ଲୀ,୨୧ା୭: ଅନଶନରତ ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ଆଙ୍ଗ୍‌ମୋ କରିଥିବା ଆବେଦନ ଉପର ଦିଲ୍ଲୀ ହାଇକୋର୍ଟ ସୋମବାର ସଫଦରଜଙ୍ଗ…

ମସ୍କୋ ଉପରେ ୪୦୦ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ୍‌

ମସ୍କୋ, ୨୧।୭: ରୁଷ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ୟୁକ୍ରେନ ସେନା ରୁଷ୍‌ର ରାଜଧାନୀ ମସ୍କୋକୁ ଲକ୍ଷ୍ୟ କରି…

ବାହୁଡ଼ା ଯାତ୍ରା ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏହି ଜିଲାକୁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୧।୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ…

ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ…

ରାଜ୍ୟରେ ପିଭିଟିଜିଙ୍କ ସ୍ବାସ୍ଥ୍ୟାବସ୍ଥା ଚିନ୍ତାଜନକ, ୮୧ପ୍ରତିଶତ ମହିଳା ବ୍ୟବହାର କରୁନାହାନ୍ତି…

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ଓଡ଼ିଶାର ବିଶେଷ ଭାବେ ଅନୁନ୍ନତ ଜନଜାତି ଗୋଷ୍ଠୀ(ପିଭିଟିଜି)ଙ୍କ ମଧ୍ୟରେ କୁପୋଷଣ, ରକ୍ତହୀନତା, ମାତୃ ସ୍ବାସ୍ଥ୍ୟ ଓ ମୌଳିକ ସ୍ବାସ୍ଥ୍ୟସେବାର ଅଭାବ ଚିନ୍ତାର ବିଷୟ ପାଲଟିଛି।…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତା ପ୍ରତ୍ୟାହାର

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ସରକାରୀ କଲେଜରେ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ସରକାରୀ କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତାକୁ ପ୍ରତ୍ୟାହାର କରାଯାଇଥିବାବେଳେ ଏହି ଦାୟିତ୍ୱରେ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୪ ଯାଏ ଲାଗିରହିବ ଘଡ଼ିଘଡ଼ି ସହ ବର୍ଷା, ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୨୧।୭- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri