ପାଣି ପାଇଁ ରାସ୍ତାରୋକୋ

ନୟାଗଡ଼ ଅଫିସ,୧।୧୧: ପାଣି ପାଇଁ ରାସ୍ତାରୋକୋ। ନୟାଗଡ଼ ପୁରୁଣା ସହର ଦକ୍ଷିଣକାଳୀ ମନ୍ଦିର ସମ୍ମୁଖରେ ୫୭ ନୃ ଜାତୀୟ ରାଜପଥ ପୂର୍ବାହ୍ନ ୧୧ଟାରୁ ଅବରୋଧ କରାଯାଇଛି। ଆନ୍ଦୋଳନକାରୀ ବାଇକ, ସାଇକେଲକୁ ମଧ୍ୟ ଛାଡୁନାହାଁନ୍ତି। ଏନେଇ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଛି। ଅନ୍ୟପକ୍ଷେ, ନୟାଗଡ଼ ମ୍ୟୁନିସିପାଲଟି ପକ୍ଷରୁ ପାନୀୟ ଜଳ ଟ୍ୟାଙ୍କରକୁ ଆନ୍ଦୋଳନକାରୀ ଫେରାଇ ଦେଇଥିବା ଜଣାପଡିଛି। ଜନସାସ୍ଥ୍ୟ ବିଭାଗ ୩ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ କରିଛି। ତେବେ ଆନ୍ଦୋଳନସ୍ଥଳୀକୁ ଜନସାସ୍ଥ୍ୟ ବିଭାଗର କେହି ଅଧିକାରୀ ଆସି ନଥିବାରୁ ଉତ୍ତେଜନା ବଢିଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri