ଶିକ୍ଷକ ପଦବୀ ପୂରଣ ପାଇଁ ତାଲା ବନ୍ଦ ଆନ୍ଦୋଳନ

ଭଦ୍ରକ ୧୪/୭(ସନାତନ ରାଉତ)- ଭଦ୍ରକ ବ୍ଲକ ରମ୍ଭିଳା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ପାଇଁ ଛାତ୍ରୀ ଛାତ୍ର ଅଭିଭାବକ ଓ ଗ୍ରାମବାସୀ ମାନେ ଶୁକ୍ରବାର ତାଲା ବନ୍ଦ ଆନ୍ଦୋଳନ କରିଛନ୍ତି l ବିଦ୍ୟାଳୟରେ ୨୦୦ ରୁ ଉର୍ଦ୍ଧ୍ୱ ଛାତ୍ରୀ ଛାତ୍ର ଅଧ୍ୟୟନ କରୁଥିବା ବେଳେ ହିନ୍ଦୀ ସଂସ୍କୃତ ଶିକ୍ଷକ ରେ ପାଠପଢା ଚାଲିଛି l ବିଜ୍ଞାନ ଶିକ୍ଷକ ପ୍ରଧାନଶିକ୍ଷକ ଦାୟିତ୍ୱରେ ଥିବାବେଳେ ଦୁର୍ଘଟଣାରେ ଆହତ ହୋଇ ଦୀର୍ଘ ଦିନ ଧରି ଛୁଟିରେ ଅଛନ୍ତି l ଚରମ୍ପା, ଜଗଦଳପୁର, ଅଡା, ରପେୟା ଆଦି ଗ୍ରାମର ପିଲା ମାନେ ପଢିବା ପାଇଁ ଏହି ବିଦ୍ୟାଳୟ ଉପରେ ର୍ନିଭର କରନ୍ତି l ଶିକ୍ଷକ ପଦ ପୂରଣ ପାଇଁ ଜିଲାପାଳ ଓ ଜିଲା ଶିକ୍ଷାଧିକାରୀଙ୍କୁ ବାରମ୍ବାର ଜଣାଇ ଥିଲେ ମଧ୍ୟ ସୁଫଳ ନମିଳିବାରୁ ଧାରଣା ଦେଇଥିବା ଗ୍ରାମବାସୀ ମାନେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?