Posted inଜାତୀୟ

ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଘଟଣା: ଏପର୍ଯ୍ୟନ୍ତ ୪ ଗିରଫ

ଇମ୍ଫାଲ,୨୧।୭: ମଣିପୁରରେ ମହିଳାମାନଙ୍କୁ ଉଲଗ୍ନ କରି ପରେଡ କରାଯିବା ଘଟଣା ସମଗ୍ର ଦେଶକୁ ଲଜ୍ଜାଜନକ କରିଛି। ଏହି ଘଟଣା ମେ ୪ରେ ଘଟିଥିଲା। ଯାହାର ଭିଡିଓ ଜୁଲାଇ ୧୯ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ପରେ ମଣିପୁର ସରକାର ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ମୋଟ ୪ ଜଣଙ୍କୁ ଗିରଫ କରିଛନ୍ତି।
ସୂଚନାଯୋଗ୍ୟ, ଦୀର୍ଘ ଅଢ଼େଇ ମାସ ଧରି ଭାଜପା ଶାସିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଂଘର୍ଷ ଲାଗିରହିଥିବାବେଳେ ୨ ଜଣ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଯାଉଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହୋଇଛି। ୨ ପୀଡ଼ିତାଙ୍କୁ ନିକଟସ୍ଥ ଚାଷଜମିରେ ଗଣବଳାତ୍କାର କରାଯାଇଥିବା ନେଇ ଏକ ଆଦିବାସୀ ସଙ୍ଗଠନ ଅଭିଯୋଗ ଆଣିଛି। ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାସହ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଶେୟାର ନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୫।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri