Posted inଖେଳ

ଶ୍ରୀଲଙ୍କାର ଦମ୍‌ଦାର ବ୍ୟାଟିଂ

ପୁଣେ,୫।୧: ପୁଣେ ସ୍ଥିତ ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଗୁରୁବାର ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବୋଲିଂ କରିବାର ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଶ୍ରୀଲଙ୍କା ବ୍ୟାଟିଂ ଆରମ୍ଭ କରିଛି। ଶ୍ରୀଲଙ୍କାର ଦୁଇ ଓପରନ ପୃଥମ ନିସଙ୍କା ଏବଂ କୁସାଲ ମେଣ୍ଡିସ ଆରମ୍ଭରୁ ଦମ୍‌ଦାର ବ୍ୟାଟିଂ କରିଥିଲେ। ଫଳରେ ଶ୍ରୀଲଙ୍କା ୧୨ ଓଭର ଖେଳ ସୁଦ୍ଧା ୩ ଉଇକେଟ ହରାଇ ୯୮ ରନ୍‌ କରିଛି।

କୁସାଲ ମେଣ୍ଡିସ ଧର୍ଯ୍ୟର ସହ ବ୍ୟାଟିଂ କରି ୩୧ ବଲ୍‌ରେ (୩ ଚୌକା ଏବଂ ୪ ଛକା) ୫୨ ରନ୍‌ କରିଥିଲେ । ଭାନୁକା ରାଜପକ୍ସା ୨ ରନ୍‌ କରି ଆଉଟ ହୋଇଥିବା ବେଳେ ପୃଥମ ନିସଙ୍କା ମଧ୍ୟ ୩୩ ରନ୍‌ କରି ଆଉଟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?