ନେପାଳରେ ଭୂମିକମ୍ପ ଝଟ୍‌କା: ୧୧ ଆହତ

କାଠମାଣ୍ଡୁ,୩।୧୦: ଘଣ୍ଟାକରେ ୪ଥର ଝଟ୍‌କାରେ ଥରିଛି ନେପାଳ। ଅଧିକ କ୍ଷତିଗ୍ରସ୍ତ ହୋଇଛି ବଜହାଙ୍ଗ ଅଞ୍ଚଳର ଚେନପୁର। ନେପାଳରେ ଅନୁଭୂତ ହୋଇଥିବା ଭୂମିକମ୍ପରେ ୧୧ଜଣ ଆହତ ହୋଇଥିବା ବଜାଙ୍ଗ ଜିଲ। ପୋଲିସ କାର୍ଯ୍ୟାଳୟ କହିଛି। ନେପାଳର ମନ୍ତ୍ରୀ ରାମ ଆଚାର୍ଯ୍ୟ କହିଛନ୍ତି ଯେ, ଭୂମିକମ୍ପ ପରେ ଭୂସ୍ଖଳନ ହେତୁ ପାହାଡ ଅଞ୍ଚଳରୁ ସମତଳ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ ହୋଇଛି।

ନେପାଳରେ ଘଟିଥିବା ଭୂମିକମ୍ପ ଯୋଗୁଁ ଚେନପୁର ଅଞ୍ଚଳରେ ଅନେକ ଘର ଭୁଶୁଡ଼ି ପଡ଼ିଛି। ଭୂସ୍ଖଳନ ହେତୁ ବଜହାଙ୍ଗ ଅଞ୍ଚଳ ତଥା ଏହାର ଆଖପାଖରେ ଅନେକ ରାସ୍ତା ଅବରୋଧ ହୋଇଯାଇଛି। କେତେକ ସ୍ଥାନରେ ଗାଈଗୋରୁ ମରିବାର ଖବର ମଧ୍ୟ ରହିଛି। ଭୂମିକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ଏହାର କମ୍ପନ ଦିଲ୍ଲୀ ଏନସିଆର ସମେତ ସମଗ୍ର ଉତ୍ତର ଭାରତରେ ଅନୁଭୂତ ହୋଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ବଜହାଙ୍ଗ ଅଞ୍ଚଳର ଚେନପୁରରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ ହାଉସ ଆରେଷ୍ଟ

ଲକ୍ଷ୍ନୌ,୩୦।୬: ପୋଲିସ ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କୁ ଗୃହବନ୍ଦୀ କରିଛି। ଅଜୟ ରାୟ ଆଜି (ମଙ୍ଗଳବାର, ଜୁନ ୩୦) ରାମ ମନ୍ଦିର ପରିଦର୍ଶନ କରିବାର…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ପାକିସ୍ତାନର ଏୟାର ଷ୍ଟ୍ରାଇକକୁ ନିନ୍ଦା କଲା ଭାରତ, ବନ୍ଧୁ ପାଇଁ ବଢାଇଲା ସଯୋଗର ହାତ

ନୂଆଦିଲ୍ଲୀ,୩୦।୬: ଆଫଗାନିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ବିମାନ ଆକ୍ରମଣକୁ ଭାରତ କଡ଼ା ନିନ୍ଦା କରି ଏହାକୁ ଏକ ଉଦ୍ଦେଶ୍ୟମୂଳକ, ବିନା ପ୍ରରୋଚନାରେ ଆକ୍ରମଣ ଏବଂ ଆଞ୍ଚଳିକ ଶାନ୍ତି…

ଦିଗପହଣ୍ଡିରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ, ସରକାରଙ୍କ ଜନ କଲ୍ୟାଣ ଯୋଜନାରେ ସାମିଲ ପାଇଁ ବିଧାୟକଙ୍କ ଆହ୍ବାନ

ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଦୁଇବର୍ଷ ପୂର୍ତ୍ତି ଅବସରରେ  ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକାଶର ଧାରା ଓଡ଼ିଶା ସାରା ବ୍ଲକ ସ୍ତରୀୟ…

ଆମେରିକା ସହ ବୈଷୟିକ ଆଲୋଚନା ହେବ ନାହିଁ: ଇରାନ

ତେହରାନ୍‌,୩୦ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ କରିବା ଲାଗି ଚୁକ୍ତିନାମା କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ନିମନ୍ତେ ଆଗାମୀ ଦିନରେ ଆମେରିକା ଏବଂ ଇରାନର ବୈଷୟିକ ଟିମ୍‌ ମଧ୍ୟରେ ଆଲୋଚନା ହେବା…

ଶିଶୁଙ୍କୁ ADHD ରୁ ରକ୍ଷା କରିପାରେ ମା’ କ୍ଷୀର, ଜାଣନ୍ତୁ କଣ କହୁଛି ନୂଆ ଗବେଷଣା

ନୂଆଦିଲ୍ଲୀ,୩୦।୬ (ପି.ଟି.): ଆଜିକାଲି ଅନେକ କ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ହ୍ରାସ ପାଉଥିବା ଦେଖାଯାଉଛି। କେତେକ ସ୍ଥଳରେ ମା’ର ସ୍ବାସ୍ଥ୍ୟଗତ କାରଣ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri