ଫିଲିପିନ୍ସରେ ୭.୦ ତୀବ୍ରତାର ଭୂକମ୍ପ

ମାନିଲା,୨୭ ।୭: ଫିଲିପିନ୍ସରେ ବୁଧବାର ସକାଳୁ ଏକ ବଡ ଧରଣର ଭୂକମ୍ପ ହୋଇଛି । ଭୂକମ୍ପ ୬ଟା ୨୩ ମିନିଟରେ ଅନୁଭୁତ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୭.୦ ରହିଛି । ତେବେ ଭୂକମ୍ପରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।
ଗତ ମାସରେ ବି ଫିଲିପିନ୍ସରେ ଏକ ଭୂକମ୍ପ ଅନୁଭୁତ ହୋଇଥିଲା । ସେତେବେଳେ ଏହା ଦକ୍ଷିଣ ଫିଲିପିନ୍ସର ସୁରିଗାଓ ଡେଲ ସୁର ଅଞ୍ଚଳରେ ହୋଇଥିଲା । ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୬ ଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ କାଗୱେଟ ସହରରୁ ପ୍ରାୟ ୩୧ କିଲୋମିଟର ପୂର୍ବୋତ୍ତରରେ ୧୬ କିଲୋମିଟର ଗଭିରତାରେ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୬୦ ହଜାରରୁ ଅଧିକ କରୋନା ଭୁତାଣୁ ସଂକ୍ରମିତ: ଗୋଟିଏ ଦିନରେ ୨୪୨ ମୃତ

ବେଜିଂ, ୧୩।୨: ଚାଇନାରେ କରୋନା ମହାମାରୀ ରୂପ ନେଇଛି। ଦେଶର ୩୧ଟିରୁ ଅଧିକ ସହରରେ ସନ୍ଦିଗ୍ଧଙ୍କ ସଂଖ୍ୟା କ୍ରମାଗତ ବଢୁଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ...

ପ୍ରସିଦ୍ଧ ଟ୍ରେଭି ଫାଉଣ୍ଟେନ୍‌ ବୁଲିବାକୁ ଗଲେ ମୋଦି

ରୋମ,୩୧।୧୦: ପାଞ୍ଚ ଦିନିଆ ବିଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଇଟାଲୀର ରାଜଧାନୀ ରୋମରେ ଅଛନ୍ତି। ଜି -୨୦ ଶିଖର ସମ୍ମିଳନୀରେ ଭାଗ...

ଚାଇନାରେ ଅଗଷ୍ଟରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ: ହାର୍ବାର୍ଡ ଗବେଷଣା ରିପୋର୍ଟ

ଲଣ୍ଡନ,୯।୬: ଚାଇନାରେ କରୋନା ସଂକ୍ରମଣ କେବେ ଆରମ୍ଭ ହୋଇଥିଲା ସେନେଇ ଲଣ୍ଡନର ହାର୍ବାର୍ଡ ମେଡ଼ିକାଲ ସ୍କୁଲ ପକ୍ଷରୁ କରାଯାଇଥିବା ଏକ ଗବେଷଣାରେ ରିପୋର୍ଟରେ ଉଲ୍ଲେଖ କରାଯାଇଛି।...

ଇସ୍ରାଏଲରେ ରାଜନୈତିକ ସଙ୍କଟ

ଜେରୁଜେଲମ, ୨୩।୬: ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ନାଫଟାଲି ବେନେଟଙ୍କ ସରକାର ସଂଖ୍ୟାଲଘୁ ହେବା ପରେ ସେଠାରେ ପୁଣି ରାଜନୈତିକ ସଙ୍କଟ ଦେଖାଦେଇଛି। ବେନେଟଙ୍କ ମେଣ୍ଟ ସରକାର ଭାଙ୍ଗିବା...

ଏଭରେଷ୍ଟରେ କୋଭିଡ୍‌ ରେଖା ଟାଣୁଛି ଚାଇନା

ବେଜିଂ, ୧୨ା୫: ବିଶ୍ୱର ସର୍ବୋଚ୍ଚ ପର୍ବତ ଏଭରେଷ୍ଟରେ ଚାଇନା କୋଭିଡ୍‌ ରେଖା ଟାଣିବାକୁ ଯୋଜନା କରିଛି। ନେପାଳରେ କରୋନା ସଂକ୍ରମଣର ବ୍ୟାପକ ଭାବେ ବଢ଼ିଚାଲିଥିବାବେଳେ ସେହି...

ଆମେରିକାରେ ତୁଷାର ଝଡ଼: ମୃତ୍ୟୁସଂଖ୍ୟା ୩୫କୁ ବୃଦ୍ଧି

ଓ୍ବାଶିଂଟନ,୨୬ା୧୨: ଆମେରିକାର ବିଭିନ୍ନ ଅଞ୍ଚଳରେ ତୁଷାର ଝଡ଼ ହେବାରୁ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି। ପ୍ରବଳ ଥଣ୍ଡାରେ ମୃତ୍ୟୁ ହେବା ସହ ତୁଷାରପାତ ଯୋଗୁ...

ଶେଷରେ ମାନିଲା ପାକିସ୍ତାନ

ଇସଲାମାବାଦ୍‌,୧।୨: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତ ସମ୍ପର୍କରେ ଏକ ଅଜବ ବିବୃତ୍ତି ଦେଇଛନ୍ତି। ପେଶୱାର ମସଜିଦରେ ହୋଇଥିବା ଆତ୍ମଘାତୀ ଆକ୍ରମଣ ବିଷୟରେ ପାକିସ୍ତାନୀ...

ମୃତ୍ୟୁ ପରେ ବି ମସ୍ତିଷ୍କ ଜିନ୍‌ ରୁହେ ସକ୍ରିୟ…

ଓ୍ବାଶିଂଟନ,୬।୪: ମୃତ୍ୟୁ ଘଟିବାର ବହୁଘଣ୍ଟା ପରେ ବି ମସ୍ତିଷ୍କରେ କେତେକ ଜିନ୍‌ ସକ୍ରିୟ ରହିଥାନ୍ତି। ହୃଦ୍‌ସ୍ପନ୍ଦନ ବନ୍ଦ ହେବା ସହିତ ମସ୍ତିଷ୍କ ମଧ୍ୟ କାମ କରିବା...

Advertisement
Archives

Model This Week