ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂକମ୍ପ

କାବୁଲ,୩।୧: ଆଫଗାନିସ୍ତାନରେ ରବିବାର ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୧ ରହିଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ତାଜିକିସ୍ତାନର ଇଶକୋସିମଠାରୁ ପ୍ରାୟ ୧୫ କିଲୋମିଟର ଦୂରରେ ଅବସ୍ଥିତ। ଆଜି ଏହାକୁ ମିଶାଇ ଦୁଇଥର ଭୂକମ୍ପ ଅନୁଭୂତ ହୋଇଥିଲା। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୪  ଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ପ୍ରଥମ ଭୂକମ୍ପ ୧୨.୨୮ ମିନିଟ ୫୨ ସେକେଣ୍ଡରେ ବିଳମ୍ବିତ ରାତିରେ ଘଟିଥିଲା। ଦ୍ୱିତୀୟ ଭୂକମ୍ପ ୧୨.୫୫ ମିନିଟ ୫୫ ସେକେଣ୍ଡରେ ଘଟିଥିଲା। ଆଫଗାନିସ୍ତାନରେ ବାରମ୍ବାର ଭୂକମ୍ପ ହେତୁ ଲୋକମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି।
ଗତ ବର୍ଷ ଅକ୍ଟୋବରରେ ଗୋଟିଏ ଦିନରେ ପାଞ୍ଚ ଥର ଭୂକମ୍ପ ହୋଇଥିଲା, ଯେଉଁଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri