ମ୍ୟାନମାରରେ ଭୟଙ୍କର ଭୂକମ୍ପ

ନାଇପିଦ,୨୮।୩: ମ୍ୟାନମାରରେ ୭.୨ ତୀବ୍ରତାର ଏକ ବଡ଼ ଭୂମିକମ୍ପ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ଶୁକ୍ରବାର (୨୮ ମାର୍ଚ୍ଚ) ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ଭୂମିରୁ ୧୦ କିଲୋମିଟର ତଳେ ଥିଲା।
ମ୍ୟାନମାରର ଆଖପାଖ ଅଞ୍ଚଳରେ ଭୂକମ୍ପର ଝଟକା ତୀବ୍ର ଭାବରେ ଅନୁଭୂତ ହୋଇଥିଲା। ଯଦିଓ ଜୀବନ ଏବଂ ସମ୍ପତ୍ତି କ୍ଷତି ଏପର୍ଯ୍ୟନ୍ତ ନିଶ୍ଚିତ ହୋଇନାହିଁ, କିନ୍ତୁ ଏତେ ତୀବ୍ରତାର ଭୂମିକମ୍ପ ବଡ଼ ଧ୍ୱଂସକାରକ ହୋଇପାରେ। ସମ୍ଭାବ୍ୟ କ୍ଷୟକ୍ଷତିର ଆକଳନ କରିବା ପାଇଁ ଆଞ୍ଚଳିକ କର୍ତ୍ତୃପକ୍ଷ ତୁରନ୍ତ ଉଦ୍ଧାର ଏବଂ ରିଲିଫ କାର୍ଯ୍ୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ମଧ୍ୟପ୍ରାଚ୍ୟ ରଣକ୍ଷେତ୍ର: ଟଳିଲେଣି ୪,୫୦୦

ତେହରାନ୍‌ ,୩୦ା୩: ଫେବୃଆରୀ ୨୮ରେ ଇରାନ୍‌ ବିରୋଧରେ ଆମେରିକା ଓ ଇସ୍ରାଏଲ ଆରମ୍ଭ କରିଥିବା ଅପରେଶନକୁ ଇତିମଧ୍ୟରେ ଏକ ମାସ ପୂରିଛି। ଇରାନ୍‌ ଉପରେ ଉକ୍ତ ଦୁଇ ଦେଶର…

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri