ତାଇଓ୍ବାନ୍‌ରେ ଶକ୍ତିଶାଳୀ ଭୂକମ୍ପ: ଜାପାନରେ ସୁନାମି ଆଲର୍ଟ

ତାଇଓ୍ବାନ୍‌,୩।୪:  ତାଇୱାନରେ ବୁଧବାର ସକାଳେ ଶକ୍ତିଶାଳୀ ଭୂକମ୍ପ ହୋଇଥିଲା। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ ଭୂକମ୍ପର ତୀବ୍ରତା ୭.୪ ବୋଲି ଆକଳନ କରାଯାଇଛି। ତାଇୱାନରେ ହୋଇଥିବା ଭୂକମ୍ପ ଯୋଗୁ ଦକ୍ଷିଣ ଜାପାନରେ ସୁନାମି ହେବାର ସମ୍ଭାବନା ରହିଛି। ଜାପାନ ପ୍ରଶାସନ ସୁନାମି ଚେତାବନୀ ଦେଇଛି। ଜାପାନ କହିଛି ଯେ, ସୁନାମିର ପ୍ରଥମ ତରଙ୍ଗ ଏହାର ଦୁଇଟି ଦକ୍ଷିଣ ଦ୍ୱୀପକୁ ଆସିଛି।
ଭୂକମ୍ପର କେନ୍ଦ୍ରସ୍ଥଳ ପ୍ରଶାନ୍ତ ମହାସାଗରରେ ଥିବା ହୁଆଲିଏନ କାଉଣ୍ଟି ହଲଠାରୁ ୨୫.୦ କିଲୋମିଟର ଦକ୍ଷିଣ-ଦକ୍ଷିଣରେ ୧୫.୫ କିଲୋମିଟର ଗଭୀରରେ ଥିଲା। ଉତ୍ତର ପୂର୍ବର ୟିଲାନ କାଉଣ୍ଟିରେ ଏବଂ ଉତ୍ତରରେ ମିଆଓଲି କାଉଣ୍ଟିରେ ୫ରୁ ଅଧିକ ତୀବ୍ରତାର କମ୍ପନ ଅନୁଭୂତ ହୋଇଥିଲା। କେନ୍ଦ୍ରୀୟ ପାଣିପାଗ ଏଜେନ୍ସି କହିଛି, ତାଇପେଇ ସିଟି, ନ୍ୟୁ ତାଇପେଇ ସିଟି, ଟାୟୁଆନ ସିଟି ଏବଂ ହିସିଞ୍ଚୁ କାଉଣ୍ଟି, ତାଇଚୁଙ୍ଗ ସିଟି, ଉତ୍ତର ସହରର ଚାଙ୍ଗୁଆ କାଉଣ୍ଟିରେ ମଧ୍ୟ ଭୂକମ୍ପ ରେକର୍ଡ କରାଯାଇଛି। ଭୂକମ୍ପ ଯୋଗୁ ତାଇପେଇ, ତାଇଚୁଙ୍ଗ ଏବଂ କାଓହସିଙ୍ଗରେ ମେଟ୍ରୋ ସିଷ୍ଟମ ୪୦ ରୁ ୬୦ ମିନିଟ ପାଇଁ ସ୍ଥଗିତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?