ମନେଲା,୯।୮: ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୫.୪ ତୀବ୍ରତାରେ ମିଣ୍ଡାନାଓ ଥରି ଉଠିଛି। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ସୂଚନାନୁସାରେ ଭୂକମ୍ପ ଭୂମି ଠାରୁ ୧୦କି.ମି ଗଭୀରରେ କେନ୍ଦ୍ରୀଭୂତ ହୋଇଥିଲା।
ମନେଲା,୯।୮: ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୫.୪ ତୀବ୍ରତାରେ ମିଣ୍ଡାନାଓ ଥରି ଉଠିଛି। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ସୂଚନାନୁସାରେ ଭୂକମ୍ପ ଭୂମି ଠାରୁ ୧୦କି.ମି ଗଭୀରରେ କେନ୍ଦ୍ରୀଭୂତ ହୋଇଥିଲା।
ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…
ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…
ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…
କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…
ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…
ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…
ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍ ମିଟ୍-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…
ଭୁବନେଶ୍ୱର,୯।୮(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…