Posted inଖେଳ

ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଏହି କ୍ରିକେଟର

ଇଂଲଣ୍ଡର ଭେଟେରାନ ବୋଲର ଷ୍ଟୁଆର୍ଟ ବ୍ରଡ୍‌ ନଜର ପ୍ରେମିକା ମୋଲି କିଙ୍ଗ୍‌ଙ୍କ ସହ ନିର୍ବନ୍ଧ କରିଛନ୍ତି। ବ୍ରେଡ୍‌ ସୋସିଆଲ ମିଡିଆରେ ଏକ ଫଟୋ ଶେୟାରକରି ଏହି ସୂଚନା ଦେଇଛନ୍ତି। ମୋଲି ପେଶାରେ ଜଣେ ମଡେଲର। ୨୦୧୮ ମସିହାରୁ ମୋଲି ଏବଂ ବ୍ରଡଙ୍କ ମଧ୍ୟରେ ବନ୍ଧୁତା ହୋଇଥିଲା। ଏକ ସମୟରେ ଏହି ଯୋଡି ପରସ୍ପରଠାରୁ ଅଲଗା ମଧ୍ୟ ହୋଇଯାଇଥିଲେ। କିନ୍ତୁ ଫେବୃଆରୀ, ୨୦୨୦ରେ ଉଭୟଙ୍କ ମଧ୍ୟରେ ପୁଣିଥରେ ବନ୍ଧୁତା ହୋଇଥିଲା। ସେମାନେ ନୂଆବର୍ଷ ଅର୍ଥାତ୍‌ ୧ ଜାନୁଆରୀ, ୨୦୨୧ରେ ନିର୍ବନ୍ଧ କରିଛନ୍ତି। ବ୍ରଡ୍‌ ଶେୟାର କରିଥିବା ଫଟୋରେ ମୌଲିଙ୍କୁ ଚୁମ୍ବନ କରୁଥିବାର ଦେଖିବାକୁ ମିଳୁଛି।
ସେ କ୍ୟାପଶନରେ ଲେଖିଛନ୍ତି, ୨୦୨୧ ଆରମ୍ଭ କରିବାର ସର୍ବୋତ୍ତମ ଉପାୟ। ବ୍ରଡଙ୍କ ଏହି ଲେଖା ଉପରେ ପ୍ରେମିକା ମୋଲି ମଧ୍ୟ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ ଲେଖିଛନ୍ତି, ହଜାର ଥର ହଁ, ମୁଁ ଏବେ ବି ବିଶ୍ୱାସ କରିପାରୁ ନାହିଁ। ବ୍ରଡ ଆଗାମୀ ବର୍ଷ ଆପଣଙ୍କ ସହ ବିତାଇବା ପାଇଁ ମୁଁ ଆଉ ଅପେକ୍ଷା କରିପାରୁ ନାହିଁ ବୋଳି ମୋଲି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡିଆରେ ମ୍ୟାଚ୍‌ ଖେଳୁଥିବାବେଳେ ପ୍ରବଳ କାନ୍ଦିଲେ ଏହି ଖେଳାଳି

ହାମିଲଟନ,୪।୧୨: ନ୍ୟୁଜିଲ୍ୟାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଗୁରୁବାର ଠାରୁ ହାମିଲଟନରେ ଆରମ୍ଭ ହୋଇଛି। ମ୍ୟାଚ ପୂର୍ବରୁ ପଡ଼ିଆରେ ଭାବପ୍ରବଣ ମୁହୂର୍ତ୍ତ ରହିଥିଲା।...

ପୁତ୍ର ସନ୍ତାନର ଜନନୀ ହେଲେ ଏହି କ୍ରିକେଟରଙ୍କ ପତ୍ନୀ

ନୂଆଦିଲ୍ଲୀ,୧୦।୭: ଅଭିନେତ୍ରୀ ଗୀତା ବସରା ଓ ଭାରତୀୟ କ୍ରିକେଟର ସ୍ପିନର ହରଭଜନ ସିଂଙ୍କ ଘରକୁ ଏକ ନୂଆ ଅତିଥି ଆସିଛି। ହରଭଜନଙ୍କ ପତ୍ନୀ ଗୀତା ବସରା...

ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ପୁଣି ଜଣେ କ୍ରିକେଟର୍‌

ସେଣ୍ଟଲୁସିଆ,୧୯।୭: ଇଂଲଣ୍ଡର ବେନ୍‌ ଷ୍ଟୋକ୍ସଙ୍କ ପରେ ୱେଷ୍ଟଇଣ୍ଡିଜ୍‌ର ଶ୍ରେଷ୍ଠ କ୍ରିକେଟର ଲେଣ୍ଡଲ ସିମନ୍ସ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି।  ଦିନିକିଆ ଏବଂ ଟି-୨୦ କ୍ରିକେଟରେ...

ପ୍ରଥମ ଟି୨୦: ବର୍ଷା ଯୋଗୁ ବିନା ଫଳାଫଳରେ ମ୍ୟାଚ୍‌ ଶେଷ

ମାଞ୍ଚେଷ୍ଟର,୩୦।୮(ଏପି): ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଶୁକ୍ରବାର ଇଂଲଣ୍ଡ ଓ ଭ୍ରମଣକାରୀ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ ବର୍ଷା କାରଣରୁ ପୂରା ଖେଳାଯାଇପାରି...

ପରିବାର ପୋଷିବା ପାଇଁ ଚୋରି କରିଥିଲେ ଏହି ବିସ୍ଫୋରକ କ୍ରିକେଟର୍‌

ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଷ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ କ୍ରିକେଟ ପଡିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। ସେ ଓ୍ବେଷ୍ଟଇଣ୍ଡିଜର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଏକଦିବସୀୟ କ୍ରିକେଟରେ ୨୩ଟି...

ରୋହିତ, ଧାଓ୍ବନଙ୍କୁ ଚକିତ କଲେ ୧୯ ବର୍ଷୀୟ ଲୋକାଲ ପେସର

ନୂଆଦିଲ୍ଲୀ,୩।୧୧- ବାଂଲାଦେଶ ବିପକ୍ଷ ପ୍ରଥମ ମ୍ୟାଚ୍‌ ପୂର୍ବରୁ ୧୯ ବର୍ଷୀୟ ଲୋକାଲ ପେସର କେଶବ ଦବସ ଭାରତୀୟ ଓପନର ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କୁ...

କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍‌ ଉଦ୍‌ଯାପିତ: ହର୍ଷିତ ଚାମ୍ପିୟନ, ଶ୍ରୀୟାଂଶ ରନର୍ସଅପ୍‌

କଟକ ଅଫିସ,୪ା୯- ଷ୍ଟେଶନବଜାରସ୍ଥିତ ପୂର୍ବତଟ ରେଲଓ୍ବେ ପ୍ରତିଷ୍ଠାନରେ ଏସ୍‌୍‌ଆର୍‌ ଚେସ୍‌ ସେଣ୍ଟର ଦ୍ୱାରା ଆୟୋଜିତ ଦ୍ୱିତୀୟ କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍‌ ଚାମ୍ପିୟନଶିପ...

ୱାର୍ଣ୍ଣରଙ୍କ ବିସ୍ଫୋରକ ବ୍ୟାଟିଂ: ପଞ୍ଜାବ କିଙ୍ଗସର ଶୋଚନୀୟ ପରାଜୟ

ମୁମ୍ବାଇ,୨୦।୪: ଆଇପିଏଲ ୨୦୨୨ର ୩୨ତମ ମ୍ୟାଚରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସିି) ୯ ଉଇକେଟ୍‌ରେ ପଞ୍ଜାବ କିଙ୍ଗସକୁ କରିଛି। ୧୧୬ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା...

Advertisement
Archives

Model This Week