ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର

ସାରସକଣା,୨୭।୨: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୩୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସୂଚନା ମୁତାବକ, ନାବାଳିକା ଛାତ୍ରୀଙ୍କୁ ପ୍ରେମ ଜାଳରେ ଫସାଇ ଯୁବକ ଜଣକ ଗତ ୨୧ ତାରିଖ ରାତିରେ ଅପହରଣ କରିଥିଲେ। ପରେ ନାବାଳିକାଙ୍କୁ ଭୁବନେଶ୍ୱରସ୍ଥିତ ଶ୍ୟାମାପୁର ଅଞ୍ଚଳରେ ଏକ ଭଡାଘରେ ରଖି ବଳାତ୍କାର କରିଥିଲେ। ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଛାତ୍ରୀଙ୍କୁ ଭୁବନେଶ୍ୱରରୁ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅନ୍ୟପକ୍ଷେ ପୋଲିସ ମୁଖ୍ୟ ଅଭିଯୁକ୍ତ ଦେବବ୍ରତ ସାହୁଙ୍କ ସହ ଅନ୍ୟ ୨ ଜଣ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଝାରପୋଖରିଆ ଥାନା ଆଇଆଇସି ସୁଦର୍ଶନ ଗାଙ୍ଗେଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଗୁଡ଼ା ବ୍ଲକରେ ୭୦ ପିଲା ଦେବେ ମାଟ୍ରିକ ପରୀକ୍ଷା

ବୁଗୁଡ଼ା,୨୮ା୭(ଡି.ଏନ୍‌.ଏ.): କିଛିଦିନ ତଳେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନରେ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀ ପୁଣି ପରୀକ୍ଷା ଦେବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ...

୨ ବାଇକ୍‌ ମୁହାଁମୁହିଁ ଧକ୍କାରେ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ଜୁନାଗଡ଼,୩୦।୧: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଟିଗଁା ନିକଟରେ ଶନିବାର ସନ୍ଧ୍ୟାରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବାଇକ୍‌ ଚାଳକଙ୍କ...

ପ୍ରଥମ ଦିନରେ ୮୦ ହଜାର ନେଲେ ଟିକା

ଭୁବନେଶ୍ୱର, ୪।୧(ବ୍ୟୁରୋ): ସାରା ଦେଶରେ ସୋମବାରଠାରୁ ୧୫ରୁ ୧୮ ବର୍ଷ ପିଲାଙ୍କର ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଦେଶରେ ପ୍ରାୟ ୧୬ଲକ୍ଷରୁ ଊର୍ଦ୍ଧ୍ୱ ପିଲା...

୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଯୁବକଙ୍କ ଜୀବନ ଗଲା

ଗୁଡ଼ଭେଲା,୧୭।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ମଧ୍ୟମ କ୍ଷୁଦ୍ରଜଳସେଚନ ବିଭାଗ ପକ୍ଷରୁ ତୁଷୁରା ସହରସ୍ଥିତ ସୋନଗଡ଼ ନଦୀରେ ଜଳସ୍ତର ମାପୁ ଥିବାବେଳେ ୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି...

ଦାରିଙ୍ଗବାଡ଼ି ଅଞ୍ଚଳରେ ସୁଧୁରୁନି ପରିବହନ ବ୍ୟବସ୍ଥା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଭାଗୀୟ ତତ୍ପରତା

ଦାରିଙ୍ଗବାଡ଼ି,୩୦।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ସହ ଯାନବାହନ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଶନିବାର ସନ୍ଧ୍ୟାରେ ରାସ୍ତା ବ୍ଲକିଂ...

୬ ପର୍ଯ୍ୟନ୍ତ ବର୍ଷା, ୯ରୁ ବଢ଼ିବ ତାତି

ଭୁବନେଶ୍ୱର, ୩ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ୩ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା...

ପଡି ରହିଛି ଧାନ: ଟାର୍ଗେଟ ବଢାଇବାକୁ ଦାବିକଲେ ଚାଷୀ

ଖପ୍ରାଖୋଲ, ୩ା୧(ଡି.ଏନ.ଏ.) – ଚଳିତ ବର୍ଷ ଭଲ ଧାନ ଉତ୍ପାଦନ ହୋଇଛି । ହେଲେ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚିନ୍ତାରେ ଚାଷୀ । ବଲାଙ୍ଗୀର...

ପୁନରୁଦ୍ଧାର ହେବ ଉତ୍କଳମଣିଙ୍କ ବାସଭବନ

ବାରିପଦା ଅଫିସ,୨୦ା୪: ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବାସଭବନର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ...

Advertisement
Archives

Model This Week